Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହସ୍ପିଟାଲରୁ କୋଭାକ୍ସିନ୍ ଚୋରି

by ସଞ୍ଜୟ ସ୍ୱାଇଁ
April 14, 2021
in Health, State
ହସ୍ପିଟାଲରୁ କୋଭାକ୍ସିନ୍ ଚୋରି
382
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ହୁ ହୁ ହୋଇ ମହାମାରୀ କରୋନା ବଢି ଚାଲିଥିଲା ବେଳେ ହସ୍ପିଟାଲରୁ କୋଭାକ୍ସିନ୍ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଗୋଟେ ନୁହେଁ କି ଦୁଇଟି ଏକା ଥରକେ ୩୨୦ଟି କରୋନା ଟିକା କୋଭାକ୍ସିନ୍ ଚୋରି ହୋଇଛି ରାଜସ୍ଥାନ ଜୟପୁର ଅଞ୍ଚଳରେ ଥିବା କନୱାଟିୟା ହସ୍ପିଟାଲରୁ । ହସ୍ପିଟାଲ କୋଲ୍ଡ ଷ୍ଟୋରେଜରୁ ୩୨ଟି ଭାୟାଲ୍ ଉଭାନ୍ ହୋଇଯାଇଛି । ଗୋଟିଏ ଭାୟାଲ୍ରେ ୧୦ଟି ଲେଖାଏଁ ହିସାବରେ ୩୨ଟି ଭାୟାଲରୁ ୩୨୦ଟି କୋଭାକ୍ସିନ୍ ନଥିବା ହସ୍ପିଟାଲ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ଏନେଇ ଥାନାରେ ମାମଲା ଋଜୁ ହୋଇଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!