Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ସ୍ତରୀୟ ଗାଁ କଲ୍ୟାଣ ସମିତି ସମ୍ମିଳନୀ

by ସଞ୍ଜୟ ସ୍ୱାଇଁ
March 24, 2021
in Health, Nayagarh
ଜିଲ୍ଲା ସ୍ତରୀୟ ଗାଁ କଲ୍ୟାଣ ସମିତି ସମ୍ମିଳନୀ
179
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ ଶକ୍ତି ପ୍ରକାଶ ମିଶ୍ରଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଡ଼ ପୋମା ଟୁଡୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ ଏଚଡି, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ଼ ପ୍ରମୋଦ ନାୟକ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ଅନ୍ୟତମ ଅତିଥି ଭାବେ ଡ଼ ସୁବାଷ ଚନ୍ଦ୍ର ନାୟକ ଉପସ୍ଥିତ ଥିଲେ । ଉକ୍ତ ବୈଠକରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ସେବାପ୍ରଦାନ କରିବା କ୍ଷେତ୍ରରେ ଆଶା କର୍ମୀ ଓ ଗାଁ କଲ୍ୟାଣ ସମିତିର ଭୂମିକାକୁ ଅତିଥିମାନେ ଭୂରି ଭୂରି ପ୍ରଶଂସା କରିଥିଲେ । ଜିଲ୍ଲାର ସମସ୍ତ ବ୍ଲକରୁ ଆଶା, ଅଙ୍ଗନୱାଡ଼ି କର୍ମୀ, ୱାଡ଼ ମେମ୍ବର ଓ ସରପଂଚ ପ୍ରମୁଖ ଯୋଗ ଦେଇଥିଲେ । ଏହି ପରିପେକ୍ଷିରେ ଜିଲ୍ଲାର ୨୭ଜଣ ଆଶା କର୍ମୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରଷ୍କୃତ କରାଯାଇଥିବା ବେଳେ ୯ଟି ସୁସ୍ଥ ଗାଁ ଓ ୫ଟି ସୁସ୍ଥ ପଂଚାୟତକୁ ପୁରଷ୍କୃତ କରଯାଇଥିଲା । ପରିଶେଷରେ ଉପସ୍ଥିତ ଥିବା ସମସ୍ତ ବ୍ୟକ୍ତିବିଶେଷ ମାନଙ୍କୁ ଡିପିଏମ୍ ନିତ୍ୟରଂଜନ ବରାଳ ଦନ୍ୟବାଦ ଅର୍ପଣ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!