Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ବିଧାୟକଙ୍କ ଘରେ ଆୟକର ଚଢ଼ାଉ

by ସଞ୍ଜୟ ସ୍ୱାଇଁ
June 1, 2023
in Crime, State
ପୂର୍ବତନ ବିଧାୟକଙ୍କ ଘରେ ଆୟକର ଚଢ଼ାଉ
48
VIEWS
Share on FacebookShare on Twitter

ଚମ୍ପୁଆ, (ବାଘୁଆବାର୍ତ୍ତା): ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି। ଆୟ ବିଭାଗର ୨ ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟ ବିଭାଗ ବନେଇକଳା ଛକରେ ଥିବା ଖଣି ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମୋବାଇଲ ଫୋନ୍ ସିଜ୍ କରିଛି। ଏହା ସହ ଜିତୁଙ୍କ ଅଫିସ ଓ ଘରେ କାଗଜପତ୍ର ଯାଞ୍ଚ କରୁଛି। ପୂର୍ବରୁ ମଧ୍ୟ ଆୟକର ବିଭାଗ ଜିତୁଙ୍କ ଘର ଓ ଅଫିସରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା। ଆଜି ମଧ୍ୟ ସି\’ଫୁଡ୍ ରପ୍ତାନୀକାରୀ କଂପାନୀ ଫାଲକନ ମେରାଇନ୍ ଏକ୍ସପୋର୍ଟରେ ଆୟକର ରେଡ୍ କରିଛି। କଂପାନୀର ଅଧିକାରୀଙ୍କ ବାସଭବନ ଓ ଅଫିସରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ଓ ବାଲେଶ୍ୱରର ବିଭିନ୍ନ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯା‌ଇଛି। ଏହି ରେଡ୍‌ରେ ଆୟକର ବିଭାଗର ୨୦ଟିମ୍ ସାମିଲ ଅଛନ୍ତି। ଭୁବନେଶ୍ୱରର ୪ଟି ସ୍ଥାନରେ ରେଡ୍ ଚାଲିଥିବା ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!