Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୃଦାନନ୍ଦ ଓଡ଼ିଶା ପାଇଁ ଗୌରବ ଆଣିଲେ

by ସଞ୍ଜୟ ସ୍ୱାଇଁ
September 19, 2024
in NATIONAL NEWS, Sports, State
ହୃଦାନନ୍ଦ ଓଡ଼ିଶା ପାଇଁ ଗୌରବ ଆଣିଲେ
60
VIEWS
Share on FacebookShare on Twitter

ଫିଜି, (ବାଘୁଆବାର୍ତ୍ତା): ଫିଜିରେ ଆୟୋଜିତ ୨୦୨୪ କମନୱେଲଥ ଭାରୋତ୍ତୋଳନ ଚାମ୍ପିଅନସିପରେ ଓଡ଼ିଶାର ହୃଦାନନ୍ଦ ଦାସ ଯୁବବର୍ଗରେ ରୋପ୍ୟ ପଦକ ହାସଲ କରିଛନ୍ତି। ଏହା ସହିତ ଜୁନିୟର ବର୍ଗରେ ଏକ ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ୮୯ କିଲୋଗ୍ରାମ୍ ବର୍ଗରେ ଅଂଶ ଗ୍ରହଣ କରିଥିଲେ। ଏହା ସହିତ ସ୍ନାଚ୍ ୧୨୯ କିଲୋଗ୍ରାମ୍ ଥିବାବେଳେ କ୍ଲିନ୍ ଏବଂ ଜର୍କ ୧୭୦ କିଲୋଗ୍ରାମ୍ ଥିଲା। ଏପରି ତାଙ୍କର ପ୍ରଦର୍ଶନ ମୋଟ ୨୯୯ କିଲୋଗ୍ରାମ୍ ଥିଲା। ସେ ବିଜୟୀ ହେବା ଓଡ଼ିଶା ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ବରିଷ୍ଠ କ୍ରୀଡ଼ାବିତ୍‌ମାନେ ମତପୋଷଣ କରିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!