Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
January 11, 2025
in Crime, State
ସ୍ତ୍ରୀକୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲା ସ୍ୱାମୀ
24
VIEWS
Share on FacebookShare on Twitter

କାଲିମେଳା, (ବାଘୁଆବାର୍ତ୍ତା): ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀର ବେକ କାଟିଲା ସ୍ଵାମୀ। କଟୁରୀରେ ହାଣି ବିଭତ୍ସ ଭାବେ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ। ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କାଲିମେଳା ଥାନା ଏମଭି ୬୬ ଗ୍ରାମର ନୀତେନ ବିଶ୍ୱାସ କାଲିମେଳା ବଜାରରେ ଥିବା ବ୍ଲକ କଲୋନୀ ସ୍କୁଲ ସମ୍ମୁଖରେ ଆଖୁ ରସ ବିକ୍ରି କରି ପରିବାର ଚଳାନ୍ତି। ଶୁକ୍ରବାର ରାତିରେ ନୀତେନ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଳହ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ନୀତେନ ରାତି ପ୍ରାୟ ୧୨ଟା ବେଳେ ସ୍ତ୍ରୀକୁ ଅତି ବିଭତ୍ସ ଭାବରେ କଟୁରୀରେ ହାଣି ହତ୍ୟା କରିଛି। ଏହାପରେ କାଲିମେଳା ଥାନାରେ ଆତ୍ମସମର୍ପଣ କରିଛି। କାଲିମେଳା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ତ୍ରୀକୁ ସନ୍ଦେହ କରି ନୀତେନ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡ଼ିଛି। କୋରାପୁଟରୁ ସାଇଣ୍ଟିଫିକ ଟିମ୍ ଆସି ତଦନ୍ତ କରିଲା ପରେ ଘଟଣାର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!