Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡଃ ପ୍ରମୋଦ କୁମାର ମଲ୍ଲିକଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି

by ସଞ୍ଜୟ ସ୍ୱାଇଁ
July 7, 2021
in Feature News
ଡଃ ପ୍ରମୋଦ କୁମାର ମଲ୍ଲିକଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି
160
VIEWS
Share on FacebookShare on Twitter

ଭୁବନେଶ୍ଵର,(ବାଘୁଆବାର୍ତ୍ତା): ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ବରିଷ୍ଠ ସୂଚନା ସେବା ଅଧିକାରୀ ଡଃ ପ୍ରମୋଦ କୁମାର ମଲ୍ଲିକଙ୍କୁ ଅତିରିକ୍ତ ନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ଦିଆଯାଇଛି । ସେ ଏହା ପୂର୍ବରୁ ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ । ଆଜି ସେ ନୂତନ ପଦବୀରେ ଯୋଗଦାନ କରିଛନ୍ତି । ବିଭାଗୀୟ କାର୍ଯ୍ୟରେ ଦୀର୍ଘ ଦିନର ଅଭିଜ୍ଞତା ରହିଥିବା ଡଃ ମଲ୍ଲିକ ପୂର୍ବରୁ ମାଲକାନଗିରି, ରାୟଗଡା,କୋରାପୁଟ, କେଉଁଝର, ବାଲେଶ୍ଵର, କଟକ, ସମ୍ବଲପୁରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏବଂ କେନ୍ଦ୍ରାଞ୍ଚଳ (କଟକ)ଓ ଦକ୍ଷିଣାଞ୍ଚଳ (ବ୍ରହ୍ମପୁର)ର ବିଭାଗୀୟ ଉପ ନିର୍ଦ୍ଦେଶକ ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି । ତାଙ୍କର ଏହି ପଦୋନ୍ନତି ପାଇଁ ସମୟୋପଯୋଗୀ ତ୍ଵରିତ ପଦକ୍ଷେପ ନିଆଯାଇଥିବାରୁ ସେ ନିଜ ବିଭାଗ ତଥା ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି । ଡଃ ମଲ୍ଲିକଙ୍କ ପଦନ୍ନୋତି ଆଦେଶ ଓ ନୂତନ ପଦବୀରେ ଯୋଗଦାନ ପରିପ୍ରେକ୍ଷୀରେ ଓଡିଶା ସୂଚନା ସେବା ସଂଘ, ବିଭାଗୀୟ ଅନ୍ୟ ଅଧିକାରୀ ଓ ଶୁଭେଚ୍ଛୁମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!