Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟସ୍ ଜିତି ଫିଲ୍ଡିଂ କରୁଛି ନ୍ୟୁଜିଲ୍ୟାଣ୍ଡ

by ସଞ୍ଜୟ ସ୍ୱାଇଁ
June 19, 2021
in Sports
ଟସ୍ ଜିତି ଫିଲ୍ଡିଂ କରୁଛି ନ୍ୟୁଜିଲ୍ୟାଣ୍ଡ
89
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବର୍ଷାର ଚୋର ପୁଲିସ ଖେଳକୁ ନେଇ ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ମ୍ୟାଚର ଟସ୍ ପଡିଛି । ସୂଚନାନୁସାରେ, ଇଂଲଣ୍ଡ ସାଉଥାମ୍ଫଟନରେ ହେଉଥିବା ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ମ୍ୟାଚ୍ ଗତକାଲି ପ୍ରଥମ ଦିନର ମ୍ୟାଚ୍ ଲଗାଣ ବର୍ଷା ଯୋଗୁଁ ବାତିଲ କରାଯାଇଥିଲା । ଆଜି ଦ୍ୱିତୀୟ ଦିନରେ ପାଗ ସାମାନ୍ୟ ସୁଖିଲା ଥିବାରୁ ନ୍ୟୁଜିଲ୍ୟାଣ୍ଡ ଓ ଭାରତ ମଧ୍ୟରେ ଟସ୍ ପଡିଥିଲା । ନ୍ୟୁଜିଲ୍ୟାଣ୍ଡ ଟସ୍ ଜିତିବା ପରେ ଫିଲ୍ଡିଂ କରିବାର ନିଷ୍ପତ୍ତି ନେଇଥିଲା । ଭାରତ ବ୍ୟାଟିଂ ଆରମ୍ଭ କରିଛି । ଭାରତ ପକ୍ଷରୁ ରୋହିତ୍ ଶର୍ମା ଓ ଶୁଭମ୍ ଗିଲ୍ ଓପନିଂ ପାଳି ସମ୍ଭାଳୁଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ୧୫ ଓଭର ଖେଳି ବିନା ୱିକେଟ୍ ଭାରତ ୪୫ ରନ୍ କରି ବ୍ୟାଟିଂ ଜାରି ରହିଛି । ରୋହିତ୍ ଶର୍ମା ୫୦ଟି ବଲ୍ ଖେଳି ୩ଟି ଚୌକା ସହୟତାରେ ୨୧ ରନ୍ କରି ଅପରାଜିତ ଥିବାବେଳେ ଶୁଭମ୍ ଗିଲ୍ ୩୯ଟି ବଲ୍ ସମ୍ମୁଖୀନ ହୋଇ ୩ଟି ଚୌକା ସହୟତାରେ ୨୩ ରନ୍ କରି ବ୍ୟାଟିଂ ଜାରି ରଖିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!