Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ଅନ୍ଧାରୁଆରେ ପ୍ରତିଷ୍ଠା ହେବ iconic ଆଦର୍ଶ ବିଦ୍ୟାଳୟ, ଖର୍ଚ୍ଚ ହେବ ୧୦୦ କୋଟି

by ସଞ୍ଜୟ ସ୍ୱାଇଁ
September 4, 2021
in Education, State
ଭୁବନେଶ୍ୱର ଅନ୍ଧାରୁଆରେ ପ୍ରତିଷ୍ଠା ହେବ iconic ଆଦର୍ଶ  ବିଦ୍ୟାଳୟ, ଖର୍ଚ୍ଚ ହେବ ୧୦୦ କୋଟି
63
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଅନ୍ଧାରୁଆରେ ପ୍ରତିଷ୍ଠା ହେବ iconic ଆଦର୍ଶ ବିଦ୍ୟାଳୟ । ୨୫ ଏକର ଜମିରେ ପ୍ରତିଷ୍ଠା ହେବାକୁ ଥିବା ଏହି ବିଦ୍ୟାଳୟରେ ଯୁକ୍ତ ଦୁଇ ଶିକ୍ଷାଦାନ କରାଯିବ । ଆସନ୍ତା କାଲି ଗୁରୁ ଦିବସ ଅବସରରେ ଏହି ବିଦ୍ୟାଳୟର ଶୁଭ ଦିଆଯିବ। ୧୦୦ କୋଟି ଟଙ୍କା ବିନିମୟରେ ହେବାକୁ ଥିବା ଏହି ବିଦ୍ୟାଳୟରେ ଶ୍ରେଣୀ ଏକାଦଶ ଓ ଦ୍ୱାଦଶ ପିଲା ପାଠ ପଢ଼ିବେ। ଉଭୟ କ୍ଲାସରେ ୫୦୦ ଲେଖାଏ ପିଲା ପାଠ ପଢ଼ିବେ। ରାଜ୍ୟରେ ଥିବା ୩୧୪ ଆଦର୍ଶ ବିଦ୍ୟାଳୟରୁ ବଛା ବଛା ଛାତ୍ରଛାତ୍ରୀ ଏହି ସ୍କୁଲରେ ପଢିବାକୁ ସୁଯୋଗ ପାଇବେ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । iconic ଆଦର୍ଶ ବିଦ୍ୟାଳୟ ନିର୍ମାଣ ନିମନ୍ତେ ଗତ ବର୍ଷ ସୂଚନା ଦିଆଯାଇଥିବା ବେଳେ ଚଳିତ ବର୍ଷ ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯିବ। ଏହି ବିଦ୍ୟାଳୟରେ ଉଚ୍ଚମାନର ଶିକ୍ଷାଦାନ କରାଯିବା ସହ ସମଗ୍ର ରାଜ୍ୟରେ ଥିବା ଆଦର୍ଶ ବିଦ୍ୟାଳୟରେ ଭଲ ନମ୍ବର ରଖୁଥିବା ଛାତ୍ରଛାତ୍ରୀ ଏଠାରେ ପଢ଼ିବାକୁ ସୁଯୋଗ ପାଇବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!