ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଇସିୟୂରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ର । କିଛିଦିନ ତଳେ ମହାମାରୀ କରୋନାରେ ସଂକ୍ରମିତ ହେବା ପରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିଲେ । ତପୁଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଆଜି ଆଇସିୟୂରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।