Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦ, ଦେଶୀ ବନ୍ଧୁକ ଜବତ୍, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 2, 2021
in Feature News
ଦେଶୀ ମଦ, ଦେଶୀ ବନ୍ଧୁକ ଜବତ୍, ଜଣେ ଗିରଫ
353
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସଦର ଥାନା ପୁଲିସ ଆଜି ସନ୍ଧ୍ୟାରେ ପାଉଚ୍ ସହିତ ସମୁଦାୟ ୨୨୦ ଲିଟର ଦେଶୀ ମଦ ଜବତ୍ କରିଛି। ମଦ ବେପାରୀକୁ ଧରିବାକୁ ଚଢାଉ ବେଳେ ତାଙ୍କ ଘରୁ ଏକ ଦେଶୀ ବନ୍ଧୁକ ମଧ୍ୟ ଜବତ୍ କରାଯାଇଛି। ଏଥିନେଇ ବୋଦାପଡ଼ା ଗ୍ରାମର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓରଫ୍ ପୁନିଆ(୪୫)କୁ ପୁଲିସ ଗିରଫ କରିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୁଲିସ ପୁନିଆର ଘରେ ଚଢାଉ କରିଥିଲା। ଶିକାର ଉଦ୍ଦେଶ୍ୟରେ ପୁନିଆ ବନ୍ଧୁକ ରଖିଥିବା ଜଣାପଡ଼ିଛି। ତେବେ ସେ ଦୀର୍ଘଦିନ ହେବ ଦେଶୀ ମଦ କାରବାର କରୁଥିବା ପୁଲିସ ସୂତ୍ରରୁ ପ୍ରକାଶ। ପୁନିଆକୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ଦୀପକ ଖଣ୍ଡାୟତରାୟ ସୂଚନା ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!