Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

by ସଞ୍ଜୟ ସ୍ୱାଇଁ
July 24, 2021
in State
ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ
98
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଇସିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଆଇସିଏସଇ ଦଶମରେ ପାସ୍ ହାର ୯୯.୯୮ ପ୍ରତିଶତ ଥିବା ବେଳେ ଉଭୟ ଛାତ୍ର ଛାତ୍ରୀଙ୍କ ପାସ୍ ହାର ୯୯.୯୮ ପ୍ରତିଶତ ରହିଛି । ଆଇସିଏସଇ ୮୯୩୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଛାତ୍ର ୪୮୬୭ ଓ ଛାତ୍ରୀ ୪୦୬୮ ଜଣ ପରୀକ୍ଷା ଦେଇଥିଲେ । ଦ୍ୱାଦଶ ଆଇଏସସିରେ ପାସ୍ ହାର ୯୯.୯୭ ପ୍ରତିଶତ । ଆଇଏସସିରେ ୧୮୧୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଛାତ୍ର ୯୪୬ ଜଣ ଓ ଛାତ୍ରୀ ୮୬୭ଜଣ ପରୀକ୍ଷା ଦେଇଥିଲେ । ଆଇଏସସି ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ । ଛାତ୍ରୀଙ୍କ ପାସ୍ ହାର ୯୯.୮୬ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୯.୬୬ ପ୍ରତିଶତ ରହିଛି । ଆଇସିଏସଇର ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣିବାକୁ ଚାହିଁଲେ cisce.org ରେ ପରୀକ୍ଷା ଫଳ ଉପଲବ୍ଧ ରହିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!