Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇମ୍ରାନ ଖାନଙ୍କ ଘରେ ଆତଙ୍କବାଦୀ

by ସଞ୍ଜୟ ସ୍ୱାଇଁ
May 17, 2023
in WORLD
ଇମ୍ରାନ ଖାନଙ୍କ ଘରେ ଆତଙ୍କବାଦୀ
111
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଇମ୍ରାନ ଖାନଙ୍କ ଘରେ ଲୁଚିଛନ୍ତି ଆତଙ୍କବାଦୀ । ଲାହୋର ସ୍ଥିତ ଇମ୍ରାନଙ୍କ ବାସଭବନ ଘେରିଲା ପୋଲିସ । ୩୦ରୁ ୪୦ ଆତଙ୍କବାଦୀ ଲୁଚିଥିବା ସୂଚନା । ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ୨୪ ଘଣ୍ଟା ସମୟ ଦିଆଯାଇଛି । ଭାରପ୍ରାପ୍ତ ସୂଚନାମନ୍ତ୍ରୀ ଆମିର ମୀର ଲାହୋରରେ ଏକ ପ୍ରେସ କନଫରେନ୍ସ ଜରିଆରେ କହିଛନ୍ତି କି, ପିଟିଆଇ ଏହି ଆତଙ୍କବାଦୀଙ୍କୁ ପୋଲିସକୁ ହସ୍ତାନ୍ତର କରିବା ଦରକାର । ନଚେତ ଆଇନ ତା କାମ କରିବ । ଆତଙ୍କବାଦୀଙ୍କ ଉପସ୍ଥିତି ପାକିସ୍ତାନ ସରକାର ଜାଣିସାରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!