Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକଙ୍କ ଦ୍ୱାରା ବ୍ଲକ ସଭାଗୃହ ଉଦ୍‌ଘାଟିତ

by Anil Panda
October 9, 2020
in Nayagarh
ବିଧାୟକଙ୍କ ଦ୍ୱାରା ବ୍ଲକ ସଭାଗୃହ ଉଦ୍‌ଘାଟିତ
355
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବିଧାୟକ ଶ୍ରୀଯୁକ୍ତ ରମେଶ କୁମାର ବେହେରାଙ୍କ ଦ୍ୱାରା ନୂଆଗାଁ ବ୍ଲକ ସଭାଗୃହ ଉଦ୍‌ଘାଟିତ ହୋଇଯାଇଛି । ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଧାୟକ ଅତିଥି ଭାବେ ଯୋଗ ଦେଇ ଏହି ସଭାଗୃହକୁ ଉଦ୍‌ଘାଟନ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷ ପୁଷ୍ପାଞ୍ଜଳୀ ସାହୁ ଏବଂ ବିଡିଓ ପ୍ରମୋଦ ଦଳବେହେରା ସାମିଲ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!