Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାସଗୃହଠାରୁ ଆରମ୍ଭ କରି ଆୟ ପ୍ରମାଣପତ୍ର ପାଇଁ ଅପେକ୍ଷା ନାହିଁ

by ସଞ୍ଜୟ ସ୍ୱାଇଁ
April 6, 2021
in Feature News
ବାସଗୃହଠାରୁ ଆରମ୍ଭ କରି ଆୟ ପ୍ରମାଣପତ୍ର ପାଇଁ ଅପେକ୍ଷା ନାହିଁ
417
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ବାସଗୃହଠାରୁ ଆରମ୍ଭ କରି ଆୟ ପ୍ରମାଣପତ୍ର ପାଇବାକୁ ହେଲେ ଆବେଦନ କରି ଢ଼େର ଦିନ ଅପେକ୍ଷା କରିବାକୁ ପଡ଼ିଥାଏ। ଏଣିକି ଆଉ ଏହି ପ୍ରମାଣପତ୍ର ପାଇବାକୁ ହେ‌‌ଲେ ବେଶୀ ଦିନ ଅପେକ୍ଷା କରିବାକୁ ପଡିବ ନାହିଁ । ଖୁବ୍ କମ ଦିନ ଭିତରେ ବିଭିନ୍ନ ପ୍ରମାଣପତ୍ର ମିଳିବ । ଏ ନେଇ ମୁଖ୍ୟସଚିବ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ବାସଗୃହଠାରୁ ଆରମ୍ଭ କରି ଆୟ ପ୍ରମାଣପତ୍ର ଖୁବଶୀଘ୍ର ମିଳିବ । ୧୦ଦିନ ଭିତରେ ବାସଗୃହ, ଆୟ ଓ ସମ୍ପତ୍ତିର ପ୍ରମାଣପତ୍ର ମିଳିଯିବ । ପୂର୍ବରୁ ଏହି ଅବଧି ୧୫ଦିନ ରହିଥିଲା । ଯେଉଁଥିପାଇଁ ଲୋକମାନଙ୍କୁ ବହୁ ଅସୁବିଧାର ସାମ୍ନା କରିବାକୁ ପଡ଼ୁଥିଲା। ସେହିଭଳି ୩୦ଦିନ ପରିବର୍ତ୍ତେ ୧୫ଦିନ ମଧ୍ୟରେ ଜାତିଗତ ପ୍ରମାଣପତ୍ର ମିଳିବ । କେବଳ ଏତିକି ନୁହେଁ, ୩୦ ଦିନ ଭିତରେ ମିଳିବ ଉତ୍ତରାଧିକାରୀ ଓ ଅଭିଭାବକ ପ୍ରମାଣପତ୍ର । ସମସ୍ତ କ୍ଷେତ୍ର ପାଇଁ ଗୋଟିଏ ଉତ୍ତରାଧିକାରୀ ପ୍ରମାଣପତ୍ର କାମ ଦେବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!