Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆୟକର ରିଟର୍ଣ୍ଣ ଦାଖଲ: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା

by ସଞ୍ଜୟ ସ୍ୱାଇଁ
May 21, 2021
in Business, State
ଆୟକର ରିଟର୍ଣ୍ଣ ଦାଖଲ: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା
113
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରିଟର୍ଣ୍ଣ ଦାଖଲ କରିବାର ସମୟ ଆସିଥିବା ବେଳେ ଲକଡାଉନ୍ ସଟଡାଉନ୍କୁ ଦୃଷ୍ଟିରେ ରଖି ଏହାକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଥିବା ଜଣାପଡିଛି । ସୂଚନାନୁସାରେ, ଦେଶରେ ମହାମାରୀ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ମହାମାରୀ ଦାଉରୁ ରକ୍ଷା ପାଇବା ପାଇଁ ଲକଡାଉନ୍ ସଟଡାଉନର ସାହାରା ନିଆଯାଇଛି । ଯାହାଫଳରେ ଅନେକ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ କରାଯାଇଛି । ଏହି ଘଡ଼ି ସନ୍ଧି ମୁହୃତରେ ଆୟକର ଦାଖଲ କରିବା ଅସମ୍ଭବ ହୋଇପଡିଥିବା ବେଳେ ଏହାକୁ ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଏଣିକି ସେପ୍ଟେମ୍ବର ୩୦ରେ ବ୍ୟକ୍ତିବିଶେଷମାନେ ଆୟକର ରିଟର୍ଣ୍ଣ ଦାଖଲ କରିବେ ବୋଲି ଆୟକର ବିଭାଗ ତରଫରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!