Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତୀୟ ମହିଳା କ୍ରିକେଟ ଦଳ ପ୍ରଥମ ଡେ ନାଇଟ ମ୍ୟାଚ ଖେଳିବ

by ସଞ୍ଜୟ ସ୍ୱାଇଁ
May 20, 2021
in NATIONAL NEWS, Sports
ଭାରତୀୟ ମହିଳା କ୍ରିକେଟ ଦଳ ପ୍ରଥମ ଡେ ନାଇଟ ମ୍ୟାଚ ଖେଳିବ
169
VIEWS
Share on FacebookShare on Twitter

ନୂଆଦିଲ୍ଲୀ (ବାଘୁଆବାର୍ତ୍ତା): ଭାରତୀୟ ମହିଳା କ୍ରିକେଟ ଆଗାମୀ ମାସରେ ଇଂଲଣ୍ଡରେ ଟେଷ୍ଟ ମ୍ୟାଚ ଖେଳିବ । ଏହାପରେ ଏହି ବର୍ଷ ଅଷ୍ଟ୍ରେଲିଆରେ ପ୍ରଥମଥର ପାଇଁ ପିଙ୍କ ବଲ ଟେଷ୍ଟ ମଧ୍ୟ ଖେଳିବ । ଭାରତୀୟ ମହିଳା କ୍ରିକେଟ ପ୍ରଥମଥର ପାଇଁ ଡେ ନାଇଟ ମ୍ୟାଚ ଖେଳିବ । ତେବେ ଏନେଇ ସୂଚନା ଦେଇଛନ୍ତି ବିସିସିଆଇ ସମ୍ପାଦକ ଜୟ ଶାହା । ଅଷ୍ଟ୍ରେଲିଆ ଗସ୍ତରେ ଭାରତୀୟ ମହିଳା ଦଳ ଗୋଟିଏ ଟେଷ୍ଟ ମ୍ୟାଚ ଖେଳିବ । ଏହାସହ ଦିନିକିଆ ଓ ଟି-୨୦ ମ୍ୟାଚ ମଧ୍ୟ ଖେଳାଯିବ । ଭାରତୀୟ ମହିଳା ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ଶେଷ ଟେଷ୍ଟ ୨୦୦୬ ମସିହାରେ ଖେଳିଥିଲା । ସେହିପରି ଗତ ବର୍ଷ ମଧ୍ୟ ଭାରତୀୟ ପୁରୁଷ ଦଳ ବିଦେଶ ମାଟିରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ପିଙ୍କ ବଲ ଟେଷ୍ଟ ଖେଳିଥିଲା । ଭାରତ-ଅଷ୍ଟ୍ରେଲିଆ ମହିଳା ଦଳ ମଧ୍ୟରେ ମୋଟ ୯ଟି ଟେଷ୍ଟ ମ୍ୟାଚ ହୋଇଛି । ଭାରତ ଗୋଟିଏ ବି ମ୍ୟାଚ ଜିତିନି । ଅଷ୍ଟ୍ରେଲିଆ ୪ଟି ମ୍ୟାଚରେ ବିଜୟୀ ହୋଇଥିଲା ବେଳେ ୫ଟି ମ୍ୟାଚ ଡ୍ର ରହିଛି । ଉଭୟ ଦଳଙ୍କ ମଧ୍ୟରେ ୧୯୭୭ ମସିହାରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳ ହୋଇଥିଲା ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!