Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଥଯାତ୍ରାରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 26, 2025
in State
ରଥଯାତ୍ରାରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ
69
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରଥଯାତ୍ରା ଦେଖିବାକୁ ଆସିବେ ପ୍ରଧାନମନ୍ତ୍ରୀ । ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ଏନ୍ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ନିମନ୍ତ୍ରଣ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଖବର ଅନୁଯାୟୀ, ଚଳିତ ବର୍ଷ ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଏହିକ୍ରମରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍ଡିଏ ଶାସିତ ରାଜ୍ୟ ଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଘୋଷଯାତ୍ରାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!