Thursday, July 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାୟୁସେନାର ବିମାନ ମିଗ୍-୨୧ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
May 21, 2021
in NATIONAL NEWS
ବାୟୁସେନାର ବିମାନ ମିଗ୍-୨୧ ଦୁର୍ଘଟଣା
132
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବିଳମ୍ବିତ ରାତିରେ ଭାରତୀୟ ବାୟୁସେନାର ବିମାନ ମିଗ୍-୨୧ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନାନୁସାରେ, ପଞ୍ଜାବର ମେଗାସ୍ଥିତ ବାଘାପୁରାନା ଗାଁ ଲଙ୍ଗିୟାନା ଖୁର୍ଦ ନିକଟରେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ମିଗ୍-୨୧ କୌଣସି କାରଣରୁ ଦୁର୍ଘଟଣା ଗ୍ରସ୍ତ ହୋଇଛି । ବିମାନଟି କ୍ରାସ ବେଳେ ସେଥିରୁ ପାଇଲଟ ଜଣକ ବାହାରି ପଡିଥିବା ସୂଚନା ମିଳିଛି । ତାଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଛି । ବିମାନଟି ରୁଟିନ୍ ଟ୍ରେନିଂରେ ଥିବା ବେଳେ ଦୁର୍ଘଟଣା ଘଟିଥିବା ନେଇ ବାୟୁସେନାର ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!