Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଂଲଣ୍ଡ ଗସ୍ତ ପୂର୍ବରୁ ଟିକା ନେଲେ ଭାରତୀୟ ମହିଳା କ୍ରିକେଟ ଟିମ

by ସଞ୍ଜୟ ସ୍ୱାଇଁ
May 28, 2021
in NATIONAL NEWS, Sports
ଇଂଲଣ୍ଡ ଗସ୍ତ ପୂର୍ବରୁ ଟିକା ନେଲେ ଭାରତୀୟ ମହିଳା କ୍ରିକେଟ ଟିମ
65
VIEWS
Share on FacebookShare on Twitter

ମୁମ୍ବାଇ (ବାଘୁଆବାର୍ତ୍ତା): ଇଂଲଣ୍ଡ ଗସ୍ତ ପୂର୍ବରୁ ଟିକାକରଣକୁ ତ୍ୱରାନ୍ୱିତ କରାଯାଇଛି । ଏବେ ଦଳର ସଦସ୍ୟ ମୁମ୍ବାଇରେ କ୍ୱାରେଣ୍ଟାଇନରେ ଅଛନ୍ତି । ସୂଚନାନୁସାରେ ଭାରତୀୟ ମହିଳା କ୍ରିକେଟ ଟିମ ଇଂଲଣ୍ଡ ଗସ୍ତ ପୂର୍ବରୁ କୋଭିଡ ଟିକାର ପ୍ରଥମ ଡୋଜ ଦିଆଯାଇଛି । ଇଂଲଣ୍ଡର ୟୁକେରେ ସମସ୍ତ ମହିଳା କ୍ରିକେଟରଙ୍କୁ ଦ୍ୱିତୀୟ ଡୋଜ ଟିକା ଦିଆଯିବା ନେଇ ସୂଚନା ମିଳିଛି । ସମସ୍ତଙ୍କୁ କୋଭିସିଲ୍ଡ ଟିକା ଦିଆଯାଇଛି । ତେଣୁ ୟୁକେରେ କୋଭିସିଲ୍ଡ ଦିଆଯାଉଥିବାରୁ କୌଣସି ଅସୁବିଧା ସୃଷ୍ଟି ହେବନାହିଁ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି । ଇଂଲଣ୍ଡରେ ଭାରତୀୟ ମହିଳା କ୍ରିକେଟ ଟିମ୍ ଗୋଟିଏ ଟେଷ୍ଟ, ତିନୋଟି ଦିନିକିଆ ସହ ତିନିଗୋଟି ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିବ । ପ୍ରଥମେ ଜୁନ୍ ୧୬ରେ ୪ ଦିନିଆ ଟେଷ୍ଟ ମ୍ୟାଚ୍ ଖେଳାଯିବ । ଜୁନ୍ ୨୭ରୁ ଇଂଲଣ୍ଡ ବିପକ୍ଷରେ ତିନି ଟିକିଆ ଦିନିକିଆ ସିରିଜ୍ ଖେଳିବ ଭାରତୀ ମହିଳା ଦଳ । ଏହି ମ୍ୟାଚ୍ ବ୍ରିଷ୍ଟଲ, ଟଉଣ୍ଟନ ଓ ୱକ୍ରେଷ୍ଟରରେ ଖେଳାଯିବ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!