Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ ହକି ବିଶ୍ୱକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର : ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
January 5, 2023
in Sports, State
ଭାରତ ହକି ବିଶ୍ୱକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର : ମୁଖ୍ୟମନ୍ତ୍ରୀ
147
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ହକି ବିଶ୍ବକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ଘୋଷଣା କଲେ । ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରାଉରକେଲା ଗସ୍ତ କରି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଳିଙ୍କୁ ଭେଟିଛନ୍ତି ମୁଖ୍ୟମୁନ୍ତ୍ରୀ । ପ୍ରଥମେ ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ବିର୍ସା ମୁଣ୍ଡା ଷ୍ଟାଡିୟମ ବୁଲି ଦେଖିଲେ । ଏହାପରେ ବିଶ୍ବକପ୍ ଗ୍ରାମର ଶୁଭ ଉଦଘାଟନ କରିଥିଲେ ନବୀନ । ଏହାପରେ ଭାରତୀୟ ହକି ଟିମ୍‌କୁ ଭେଟି ତାଙ୍କ ସହ କଥା ହେଲେ ଏବଂ ତାଙ୍କ ସହ ଫଟୋ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!