Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ ଫେରିଲେ ହକି ଧୂରନ୍ଧର

by ସଞ୍ଜୟ ସ୍ୱାଇଁ
August 10, 2024
in NATIONAL NEWS, Sports
ଭାରତ ଫେରିଲେ ହକି ଧୂରନ୍ଧର
29
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତ ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟୀ ପୁରୁଷ ହକି ଟିମ୍। ଭାରତରେ ପହଞ୍ଚିବା ପରେ ହକି ଦଳର ସଦସ୍ୟଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଅଲିମ୍ପିକ୍ସରେ ଲଗାତର ଦୁଇଟି ବ୍ରୋଞ୍ଜ ପଦକ ଜିତି ଏହି ଦଳ ରେକର୍ଡ କରିଛି। ଟୋକିଓ ଅଲିମ୍ପିକ୍ସ ପରେ ପ୍ୟାରିସ ଅଲିମ୍ପିକ୍ସରେ ବି ଭାରତକୁ ପଦକ ଦେଇଛି ହକି ଦଳ। ବ୍ରୋଞ୍ଜ ପଦକ ପାଇଁ ହୋଇଥିବା ମ୍ୟାଚରେ ସ୍ପେନକୁ ୨-୧ ଗୋଲରେ ହରାଇଥିଲା ଟିମ୍ ଇଣ୍ଡିଆ। ଏହାସହ ୫୨ ବର୍ଷ ପରେ ଲଗାତର ଦୁଇ ଅଲିମ୍ପିକ୍ସରେ ହକିରେ ଦୁଇଟି ପଦକ ପାଇଛି ହକି ଦଳ। ଏହି ବିଜୟ ପରେ ଦେଶରେ ହକିପ୍ରେମୀଙ୍କ ମନରେ ଖୁସିର ମାହୋଲ। ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ସମସ୍ତେ ହକି ଟିମକୁ ଶୁଭେଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ହକି ଟିମକୁ ଶୁଭେଛା ଜଣାଇଥିଲେ। ଭାରତୀୟ ହକି ଦଳର ବିଜୟରେ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ମଧ୍ୟ ବେଶ୍ ଭୂମିକା ରହିଥିଲା। ତାଙ୍କ ପାଇଁ ୪ କୋଟିର ପୁରସ୍କାର ଘୋଷଣା କରିଛନ୍ତି ରାଜ୍ୟ ସରକାର।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!