Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାଗର ଯାତ୍ରା ଉପଲକ୍ଷେ ସାମାଜିକ ସେବା କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
February 26, 2025
in Nayagarh, State
ଜାଗର ଯାତ୍ରା ଉପଲକ୍ଷେ ସାମାଜିକ ସେବା କାର୍ଯ୍ୟକ୍ରମ
272
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ଭାରତୀୟ ଜୁନିଅର୍ ରେଡ କ୍ରସ୍ ସଂସ୍ଥା, ଓଡିଶା ଶାଖା ନୟାଗଡ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ନାରାୟଣ ଉଚ୍ଚ ବିଦ୍ୟାଳୟ, ଶରଣକୁଳ ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ଆନୁକୁଲ୍ୟରେ ଜାଗରଯାତ୍ରା ଉପଲକ୍ଷେ ଲଡୁବାବା ପୀଠ, ଶରଣକୁଳଠାରେ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଜଳଛତ୍ର ଆୟୋଜନ କରାଯାଇଥିଲା । ମାନ୍ୟବର ସାଂସଦ,ପୁରୀ ଶ୍ରୀଯୁକ୍ତ ସମ୍ବିତ୍ କୁମାର ପାତ୍ର ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥାକୁ ସାଧୁବାଦ୍ ଜଣାଇ ନିଜେ ଜଳଛତ୍ର ସେବା କାର୍ଯ୍ୟରେ ସହଯୋଗ କରିଥିଲେ। ଏହାକୁ ନୟାଗଡ଼ ଜିଲ୍ଲା ଜୁନିଅର୍ ରେଡ୍ କ୍ରସ୍ ଅଧିକାରୀ ଶ୍ରୀଯୁକ୍ତ ସନ୍ୟାସୀ ପ୍ରଧାନ ଏବଂ କାଉନସିଲର ଶ୍ରୀଯୁକ୍ତ ଘନଶ୍ୟାମ ରାଉତ, ନିରଞ୍ଜନ ପ୍ରଧାନ, ମାନସ କୁମାର ସାହୁ,ଦାମୋଦର ସାହୁ, ଦେବରାଜ ସ୍ଵାଇଁ ଓ ପରମାନନ୍ଦ ଦଳାଇ ସାହାଯ୍ୟ ସହଯୋଗ କରିଥିଲେ।ନାରାୟଣ ଉଚ୍ଚ ବିଦ୍ୟାଳୟ, ଶରଣକୁଳ ଜୁନିଅରମାନେ ସେବା ପ୍ରଦାନ କରି ଏହିକାର୍ଯ୍ୟ କ୍ରମକୁ ସଫଳ କରିଥଲେ ଏବଂ ଲଡୁବାବା ମନ୍ଦିର କମିଟିର କର୍ମକର୍ତ୍ତା ଉଚ୍ଚ ପ୍ରଶଂସା କରିଥିଲେ। ଏହିସଂସ୍ଥା ବିଶ୍ୱରେ ଏକମାତ୍ର ଯାହାକି ସେବା ପ୍ରଦାନ କରି, ସ୍ୱାସ୍ଥ୍ୟର ଉନ୍ନତି କରିବା ସଙ୍ଗେ ସଙ୍ଗେ ବନ୍ଧୁତା ସ୍ଥାପନ କରିପାରୁଛି । ଏହିସଂସ୍ଥାର ମୂଳଲକ୍ଷ୍ୟ ସ୍ବାସ୍ଥ୍ୟ, ସେବା, ବନ୍ଧୁତା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!