Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରୀଡ଼ା ପ୍ରେମୀଙ୍କୁ ବଡ଼ ଝଟକା:ସବୁ ଫର୍ମାଟରୁ ଅବସର ନେଲେ ସୁରେଶ ରାଇନା

by ସଞ୍ଜୟ ସ୍ୱାଇଁ
September 6, 2022
in Breaking, Sports
କ୍ରୀଡ଼ା ପ୍ରେମୀଙ୍କୁ ବଡ଼ ଝଟକା:ସବୁ ଫର୍ମାଟରୁ ଅବସର ନେଲେ ସୁରେଶ ରାଇନା
54
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବର୍ତ୍ତମାନର ତାଜା ସୂଚନା । କ୍ରୀଡ଼ା ପ୍ରେମୀଙ୍କୁ ବଡ଼ ଝଟକା । ଆଉ ଖେଳିବେନି ସୁରେଶ ରାଇନା । ସବୁ ଫର୍ମାଟରୁ ଅବସର ନେଇଥିବା ଆଜି ଘୋଷଣା କରିଛନ୍ତି । ଆଇପିଏଲ୍ ଖେଳିବେନି ‘ମିଷ୍ଟର ଆଇପିଏଲ୍’। କ୍ରିକେଟର ସବୁ ଫର୍ମାଟରୁ ଅବସର ନେଲେ ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ସୁରେଶ ରାଇନା। ସେ କ୍ରିକେଟରୁ ସମ୍ପୂର୍ଣ୍ଣ ଭାବେ ସନ୍ୟାସ ନେଇଥିବା ଘୋଷଣା କରିଛନ୍ତି। ଏନେଇ ଖୋଦ୍ ସୋଶାଲ ମିଡିଆରେ ଏକ ପୋଷ୍ଟ ଶେଆର କରି ସେ ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି, ‘ଆମ ଦେଶ ତଥା ରାଜ୍ୟ ୟୁପି ପ୍ରତିନିଧିତ୍ୱ କରିବା ଏକ ଗର୍ବର ବିଷୟ। ସମସ୍ତ ପ୍ରକାର କ୍ରିକେଟ୍ରୁ ମୋର ଅବସର ଘୋଷଣା କରିବାକୁ ଚାହୁଁଛି। ମୋର ଦକ୍ଷତା, ମୋ ଉପରେ ବିଶ୍ୱାସ ଓ ମୋର ସମର୍ଥନ କରିଥିବା ପାଇଁ ମୁଁ @BCCI, @UPCACricket, @ChennaiIPL, @ShuklaRajiv ସାର୍ ଏବଂ ମୋର ସମସ୍ତ ପ୍ରଶଂସକଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି।’

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!