Thursday, July 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଆରମ୍ଭ ଆଇପିଏଲ୍: ମୁମ୍ବାଇ ଇଣ୍ଡିଆନ୍ସକୁ ଝଟକା

by ସଞ୍ଜୟ ସ୍ୱାଇଁ
April 9, 2021
in Sports
ଏପ୍ରିଲ ୯ରୁ ଆଇପିଏଲ-୨୦୨୧
148
VIEWS
Share on FacebookShare on Twitter

ଚେନ୍ନାଇ,(ବାଘୁଆବାର୍ତ୍ତା): ଆଜିଠୁ ଭାରତରେ ଆରମ୍ଭ ହେବ ଆଇପିଏଲ୍ ସିଜିନ୍-୧୪ । ଆଉ କିଛି ଘଣ୍ଟା ପରେ ଚଳିତ ବର୍ଷର ଆଇପିଏଲ୍ ସିଜିନ୍ -୧୪ କ୍ରିକେଟର ଉଦଘାଟନ ମ୍ୟାଚ୍ ଆରମ୍ଭ ହେବ । ଉଦଘାଟନ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ସହିତ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ମ୍ୟାଚ୍ ଆରମ୍ଭ ହେବ । ଆଜିର ଉଦଘାଟନ ମ୍ୟାଚ୍ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ କୁ ବଡ଼ ଝଟକା ଲାଗିଛି । ଗତ ସିଜିନ୍ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧୀନାୟକ ରୋହିତ ଶର୍ମାଙ୍କ ସହିତ ଓପେନିଂ କରି ଧମାକା କରିଥିବା ୱିକେଟକିପର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ ଡି’କକ୍ ପ୍ରଥମ ମ୍ୟାଚ୍ ଖେଳିବେ ନାହିଁ । ଏ ନେଇ ମୁମ୍ବାଇ ଇଣ୍ଡିଆନ୍ସ ତା’ର ଅଫିସିଆଲ୍ ୱେବସାଇଟରେ ଏହି ସୂଚନା ଦେଇଛି । ସୁଚାନାନୁସାରେ, ଆଇପିଏଲ୍ କୋଭିଡ଼-୧୯ ଏସଓପି ଅନୁଯାୟୀ ଡି’କକଙ୍କୁ ୭ ଦିନର କ୍ୱାରେଣ୍ଟାଇନ୍ ପିରିୟଡ଼ ଶେଷ କରିବାକୁ ପଡ଼ିବ । ଏଣୁ ଏଥିପାଇଁ ଡି’କକ୍ ମୁମ୍ବାଇ ଇଣ୍ଡିଆନ୍ସର ଉଦଘାଟନୀ ମ୍ୟାଚ୍ ଖେଳି ପାରିବେ ନାହିଁ । ଡି’କକଙ୍କ ଅନୁପସ୍ଥିତିରେ ରୋହିତ ଶର୍ମାଙ୍କ ସହିତ ଓପେନିଂ ପାର୍ଟନର କିଏ ହେବ, ତାହା ସ୍ପଷ୍ଟ ହୋଇ ନାହିଁ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!