Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇପିଏଲ ସିଜିନ୍-୧୪: ଚେନ୍ନାଇ ସ୍କୋର ୭ରନ-୩ୱିକେଟ୍

by ସଞ୍ଜୟ ସ୍ୱାଇଁ
September 19, 2021
in Breaking, Sports
ଆଇପିଏଲ ସିଜିନ୍-୧୪: ଚେନ୍ନାଇ ସ୍କୋର ୭ରନ-୩ୱିକେଟ୍
107
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ୟୁଏଇ ସହରରେ ଆଜି ଠାରୁ ଆରମ୍ଭ ହୋଇଛି ଆଇପିଏଲ ସିଜିନ-୧୪ । ଆଜିର ମ୍ୟାଚରରେ ମୁମ୍ବାଇ ଓ ଚେନ୍ନାଇ ମଧ୍ୟରେ କଡ଼ା ଟକ୍କର ହେବାର ଲକ୍ଷ ରଖାଯାଇଛି । ତେବେ ଚେନ୍ନାଇ ସୁପର୍ କିଙ୍ଗ ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବା ନିଷ୍ପତ୍ତି ନେଇ ପଡିଆ ଭିତରକୁ ପ୍ରବେଶ କରିଛି । ଖେଳ ଆରମ୍ଭରୁ ଚେନ୍ନାଇ ସୁପର କିଙ୍ଗକୁ ଝଟକା ଲାଗିଛି । ଦୁଇଟି ମୂଲ୍ୟବାନ ହରାଇ ୩ଓଭରରେ ୭ରନ୍ କରି ମୂଲ୍ୟବାନ ୩ଟି ୱିକେଟ୍ ହରାଇ ସଂଘର୍ଷ ଜାରି ରଖିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!