Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇପିଏଲ ଖେଳରେ ଟଙ୍କା କାରବାର କରୁଥିବା ସମୟରେ ପୋଲିସ ହାତରେ ଧରାପଡ଼ିଲେ ମାଲକାନଗିରି ଜିଲ୍ଲାର ୩ ଯୁବକ

by ସଞ୍ଜୟ ସ୍ୱାଇଁ
October 16, 2021
in State
ଆଇପିଏଲ ଖେଳରେ ଟଙ୍କା କାରବାର କରୁଥିବା ସମୟରେ ପୋଲିସ ହାତରେ ଧରାପଡ଼ିଲେ ମାଲକାନଗିରି ଜିଲ୍ଲାର ୩ ଯୁବକ
79
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଆଇପିଏଲ ଖେଳରେ ଟଙ୍କା କାରବାର ଅଭିଯୋଗ । ଆଇପିଏଲ ଖେଳରେ ଟଙ୍କା କାରବାର କରୁଥିବା ସମୟରେ ପୋଲିସ ହାତରେ ଧରାପଡ଼ିଲେ ମାଲକାନଗିରି ଜିଲ୍ଲାର ୩ ଯୁବକ । ଅଭିଯୁକ୍ତ ଯୁବକ ମାନଙ୍କ ଘର ଖୋଜିଖୋଜି କରି ପୋଲିସ ୫ ରୁ ୧୦ ଲକ୍ଷ ପାଖାପାଖି ଟଙ୍କା ଜବତ କରିଛି । ଗତକାଲି ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ତେଣୁ ଏହି ହାଇଭୋଲଟେଜ୍ ମ୍ୟାଚରୁ ବେଆଇନ ଭାବେ ଟଙ୍କା ରୋଜଗାର କରିବାର ମଉକା ଛାଡ଼ି ନଥିଲେ ଯୁବଗୋଷ୍ଟି । ତେବେ ଖୁବଶୀଘ୍ର ଏନେଇ ଏକ ପ୍ରେସମିଟର ଆୟୋଜନ କରି ସବିଶେଷ ସୂଚନା ପ୍ରଦାନ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!