Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରଦା ପ୍ରସନ୍ନ ଦାସ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ନିଯୁକ୍ତି

by Anil Panda
September 24, 2020
in Breaking, Feature News
ବରଦା ପ୍ରସନ୍ନ ଦାସ ଲୋକ ସମ୍ପର୍କ  ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ନିଯୁକ୍ତି
282
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦୀର୍ଘ ଦିନଧରି ଖାଲିଥିବା ଅତିରିକ୍ତ ନିର୍ଦ୍ଦେଶକ ପଦକୁ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବରଦା ପ୍ରସନ୍ନ ଦାସ ପଦୋନ୍ନତି ପାଇଁ ନିଯୁକ୍ତି ପାଇଛନ୍ତି । ପୂର୍ବରୁ ସେ ଟିଟିଲାଗଡରେ ୧୯୮୪ ରୁ ୧୯୯୦ ପର‌୍ୟ୍ୟନ୍ତ ଅବସ୍ଥାନ କରି ଓଡିଶା ସୂଚନା ସେବାରେ ଚାକିରି ଆରମ୍ଭ କରିଥିଲେ । ପରେ ନୟାଗଡ, ଜୟଦେବ ଭବନ, କଟକ, ବାଙ୍କୀଅନୁଗୁଳ, ଦେବଗଡ, ଭୁବନେଶ୍ଵରର ଖୋର୍ଦ୍ଧା ଜିଲ୍ଲାରେ ନିଜ ଦାୟିତ୍ଵ ସହ ସଂସ୍କୃତି ଅଧିକାରୀ ଭାବେ ସୂଚାରୁ ରୂପେ କାର‌୍ୟ୍ୟ ତୁଲାଇଥିଲେ । ଶ୍ରୀ ଦାସ ତାଙ୍କ କାର‌୍ୟ୍ୟକାଳ ମଧ୍ୟରେ ସରକାରଙ୍କ ବିଭିନ୍ନ ଯୋଜନାକୁ ଲୋକାଭିମୁଖୀ କରିବା ଉପରେ ଗୁରୁତ୍ଵ ଦେଇ ଆସିଛନ୍ତି । ପାଦୋନ୍ନତି କମିଟି ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉନ୍ନୟନ ସଚିବ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ମହାପାତ୍ର, ସୂଚନା ଓ ଲୋକସମ୍ପର୍କ ଶାସନ ସଚିବ ଶ୍ରୀଯୁକ୍ତ ସଞ୍ଜୟ ସିଂ, ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ ଶ୍ରୀଯୁକ୍ତ କୃପାସିନ୍ଧୁ ମିଶ୍ର କମିଟିର ସଭ୍ୟ ରହିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!