Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ‘ୟସ’ ପାଇଁ ୫ ଆଇପିଏସଙ୍କୁ ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
May 24, 2021
in Literature, State
ବାତ୍ୟା ‘ୟସ’ ପାଇଁ ୫ ଆଇପିଏସଙ୍କୁ ଦାୟିତ୍ୱ
189
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମାଡି ଆସୁଛି ବାତ୍ୟା ‘ୟସ’ । କରୋନା ମହାମାରୀ ଭିତରେ ବାତ୍ୟା ମୁକାବିଲା ପାଇଁ ସରକାରୀ ସ୍ତରରେ ତତ୍ପରତା ଦେଖିବାକୁ ମିଳିଛି । ଓଡିଶାର ୫ଟି ଜିଲ୍ଲା ‘ୟସ’ ପ୍ରକୋପରେ ସର୍ବାଧିକ ପ୍ରଭାବିତ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଭୀଷଣ ପବନ ମାଡ ହେବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଓ ବାତ୍ୟାର ସମ୍ଭାବ୍ୟ ଗତିପଥ ଚିତ୍ରରୁ ଏଭଳି ଆଶଙ୍କା କରାଯାଉଛି । ଏହା ମୁକାବିଲା ପାଇ ରାଜ୍ୟ ସରକାର ୫ଜଣ ବରିଷ୍ଠ ଆଇପିଏସଙ୍କୁ ୫ ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହିତ ଜନସାଧାରଣ କିପରି ସତର୍କତା ଅବଲମ୍ବନ କରିବେ ଏବଂ ଜିଲ୍ଲା ପୁଲିସର କାର୍ଯ୍ୟକ୍ରମକୁ ତଦାରଖ କରିବେ । ରାଜ୍ୟରେ ‘ୟସ’ ବାତ୍ୟାର ମୁକାବିଲା ନେଇ ୫ ବରିଷ୍ଠ ଆଇପିଏସଙ୍କୁ ୫ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ତେବେ କେନ୍ଦ୍ରାପଡା ଜିଲ୍ଲା ପାଇଁ ଆଇପିଏସ ଜେ.ଏନ.ପଙ୍କଜ, ଜଗତସିଂହପୁର ଜିଲ୍ଳା ପାଇଁ ଆଇପିଏସ ଅମିତାଭ ଠାକୁର, ଭଦ୍ରକ ଜିଲ୍ଲା ପାଇଁ ଆଇପିଏସ ଅମିତେନ୍ଦ୍ର ନାଥ ସିହ୍ନା, ବାଲେଶ୍ୱର ଜିଲ୍ଲା ପାଇଁ ଆଇପିଏସ ଦିପ୍ତେଷ କୁମାର ପଟ୍ଟନାୟକ ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଆଇପିଏସ ଅନିରୁଦ୍ଧ କୁମାର ସିଂ ଙ୍କୁ ଦାୟିତ୍ୱ ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!