Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇରାନୀଙ୍କୁ ନବୀନ ଦେଲେ ନୂଆ ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
April 9, 2024
in Breaking, Nayagarh, Politics
ଇରାନୀଙ୍କୁ ନବୀନ ଦେଲେ ନୂଆ ଦାୟିତ୍ୱ
1.5k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବିଜେଡ଼ି ନେତ୍ରୀ ଇରାନୀ ରାୟଙ୍କୁ ନବୀନ ଦେଲେ ନୂଆ ଦାୟୀତ୍ୱ l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଇରାନୀ ରାୟଙ୍କୁ ନୂଆ ଦାୟୀତ୍ୱ ଦେଇଛନ୍ତି l ଇରାନୀ ରାୟ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଦଳ ପକ୍ଷରୁ ନୟାଗଡ଼ରେ ବିଧାୟିକା ପାର୍ଥୀନୀ ଭାବେ ଲଢେଇ କରି ପରାଜୟ ହୋଇଥିଲେ l ତେବେ ବିଜେପି ଦଳ ତାଙ୍କୁ କଣଠେସା କରିବା ସହ ମହିଳାଙ୍କୁ ସମ୍ମାନ ନଦେବାରୁ କିଛି ଦିନ ହେଲା ଇରାନୀ ବିଜେପି ଛାଡ଼ି ବିଜେଡ଼ି ଯୋଗ ଦେଇଥିଲେ l ମିଶ୍ରଣ ହେବା ଦିନ ଠାରୁ ବିଜେଡ଼ି ଯେଉଁ ଦାୟିତ୍ୱ ଦେଇଛି, ତାକୁ ସୁଚାରୁ ରୂପେ ତୁଲାଇ ଆସୁଛନ୍ତି l ତାଙ୍କ କାର୍ଯ୍ୟକଳାପ ଦେଖି ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଇରାନୀଙ୍କୁ ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳର ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବା ନେଇ ସାଙ୍ଗଠନିକ ସଂପାଦକ ଶ୍ରୀ ଦାସ ସୂଚନା ଦେଇଛନ୍ତି l

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!