Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ୍ସ ରେ ଓଡ଼ିଆ ଝିଅ

by ସଞ୍ଜୟ ସ୍ୱାଇଁ
April 6, 2021
in State
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ୍ସ ରେ ଓଡ଼ିଆ ଝିଅ
204
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରେକର୍ଡ୍ସର ନିଶାରେ ଓଡ଼ିଆ ଝିଅ ରିଷିତା । ୧୦ବର୍ଷ ବୟସରେ ହାତେଇଛନ୍ତି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ୍ସ । ସୂଚନାନୁସାରେ, ଭୁବନେଶ୍ୱର ଅଞ୍ଚଳର ୧୦ବର୍ଷର ଝିଅ ରିଷିତା ସାମନ୍ତରାୟ ରୁବିକ୍ସ କ୍ୟୁବ୍ସ ଗେମରେ ସଫଳତା ହାସଲ କରି ଇଣ୍ଡିଆ ବୁକରେ ସ୍ଥାନ ପାଇଛନ୍ତି । ରିଷିତା ୧୫ମିନିଟରେ ମଧ୍ୟରେ ୧୫ଗୋଟି ରୁବିକ୍ସ କ୍ୟୁବ୍ସକୁ ସମାଧାନ କରିଛନ୍ତି । ଯେଉଁଥି ପାଇଁ ଇଣ୍ଡିଆ ବୁକ୍ ଅଫ୍ ରେକଡ୍ସ ଓ ଏସିଆ ବୁକ୍ ଅଫ୍ ରେକର୍ଡ୍ସରେ ଓଡ଼ିଆ ଝିଅ ରିଷିତାଙ୍କୁ ସ୍ଥାନ ମିଳିଛି । ରିଷିତାଙ୍କ ଏଭଳି ସଫଳତା ପାଇଁ ପରିବାର ସଦସ୍ୟ ଓ ବନ୍ଧୁମାନେ ଶୁଭେଚ୍ଛା ଜଣାଇଛନ୍ତି

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!