Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତଙ୍କ ଖେଳାଇଛି ଯୁଦ୍ଧର ଭୟଙ୍କର ଦୃଶ୍ୟ

by ସଞ୍ଜୟ ସ୍ୱାଇଁ
October 9, 2023
in NATIONAL NEWS, WORLD
ଆତଙ୍କ ଖେଳାଇଛି ଯୁଦ୍ଧର ଭୟଙ୍କର ଦୃଶ୍ୟ
107
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ସଂଘର୍ଷ ଜାରି ରହିଛି । ଯୁଦ୍ଧର ଦ୍ୱିତୀୟ ଦିନରେ ଇସ୍ରାଏଲି ସେନା ଓ ହମାସ୍ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଭୀଷଣ ସଂଘର୍ଷ ଯୋଗୁଁ ଇସ୍ରାଏଲର ଅନେକ ଅଞ୍ଚଳ ଭାରୀ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି । ଇସ୍ରାଏଲ ଉପରେ ଅଧିକ ଆକ୍ରମଣ ହୋଇଥିବାରୁ ଏହାର ସୈନିକଙ୍କ ସମେତ ପାଖାପଖେି ୭୦୦ ଇସ୍ରାଏଲି ନାଗରିକଙ୍କ ମୃତ୍ୟୁ ହୋଇଛି । ଏହାସହ ୨୦୦୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି । ଶନିବାର ହମାସ ପକ୍ଷରୁ ଲଗାତାର ରକେଟ୍ ମାଡ ପରେ ଇସ୍ରାଏଲ ଓ ଗାଜାରେ ପାଖାପାଖି ୧୦୦୦ ଲୋକଙ୍କ ମୃତ୍ୟୁ ହୋସାରିଲାଣି । ପାଲଟା ଆକ୍ରମଣରେ ଇସ୍ରାଏଲି ସେନା ଗାଜା ଉପରେ ଆକ୍ରମଣ କରିଥିଲେ ବି ହମାସ୍ ଆତଙ୍କବାଦୀ ଅନେକ ଇହୁଦୀଙ୍କୁ ଅପହରଣ କରିନେବା ସହ ଶହଶହ ଲୋକଙ୍କୁ ହତ୍ୟା କରିଥିବା ଜଣାପଡିଛି । ଏହି ନର ସଂହାର ପରେ ଇସ୍ରାଏଲ ମଧ୍ୟ କଥିତ ଆଧାରରେ ଯୁଦ୍ଧ ଭୂମିକୁ ଆସିଛି । କେତେ ଲୋକଙ୍କୁ ଅପହରଣ କରାଯାଇଛି ତାହାର ସଠିକ୍ ତଥ୍ୟ ମିଳିନଥିଲ ବି ନିଜ ଲୋକଙ୍କୁ ଖୋଜି ଆଣିବାକୁ ଇସ୍ରାଏଲ ନାଗରିକ ପୁଲିସର ଦ୍ୱାରସ୍ଥ ହୋଇଛନ୍ତି । କେବଳ ଇସ୍ରାଏଲି ନାଗରିକ ନୁହଁନ୍ତି ବରଂ ଅନେକ ବିଦେଶୀ ନାଗରିକ ମଧ୍ୟ ହମାସର କବଜାରେ ଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!