Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିର ଗଡ଼ ହେବାକୁ ଯାଉଛି ନୟାଗଡ଼, ଇଟାମାଟିର ୧୪ ବିରୋଧୀ ପରିବାର ବିଜେଡିରେ ସାମିଲ

by ସଞ୍ଜୟ ସ୍ୱାଇଁ
March 3, 2024
in Nayagarh, Politics, State
ବିଜେଡିର ଗଡ଼ ହେବାକୁ ଯାଉଛି ନୟାଗଡ଼, ଇଟାମାଟିର ୧୪ ବିରୋଧୀ ପରିବାର ବିଜେଡିରେ ସାମିଲ
429
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଦିନକୁ ଦିନ ଶକ୍ତିଶାଳୀ ହେଉଛି ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡି । ବିଜେଡିର ଗଡ଼ ହେବାକୁ ଯାଉଛି ନୟାଗଡ଼ । ଗତ କାଲି ଓଡ଼ଗାଁ ବ୍ଲକର ଗିରିଡ଼ିପଲ୍ଲୀ ପଞ୍ଚାୟତ ଧଝୋଲା ଗ୍ରାମର ୩ ୱାର୍ଡ ସଭ୍ୟଙ୍କ ସହ ୧୫ ପରିବାର ବିଜେଡିରେ ସାମିଲ ହୋଇଥିଲେ । ଆଜି ଇଟାମାଟି ଗ୍ରାମ ପଞ୍ଚାୟତ ଇଟାମାଟି ଗ୍ରାମର ୧୪ ବିରୋଧୀ ପରିବାର ଆଜି ବିଜେଡିରେ ସାମିଲ ହୋଇଛନ୍ତି । ବିରୋଧୀ ଦଳର ଅନେକ ନେତା ବିଜେଡିରେ ସାମିଲ ହେଉଥିବା ଦେଖିବାକୁ ମିଳିଛି । ଗତ କିଛି ଦିନ ଧରି ଏଭଳି ଧାରା ଲାଗୁ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ସହ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ବିକାଶ ମୁଳକ ଚିନ୍ତାଧାରାରେ ସାମିଲ ହୋଇ ବହୁ ବିରୋଧୀ ଦଳର ନେତା ବିଜେଡିରେ ସାମିଲ ହେବା ଦେଖାଯାଉଛି ।

ଆଜି ଇଟାମାଟି ପଞ୍ଚାୟତ ପଡିଆଠାରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ୧୪ ବିରୋଧୀ ପରିବାର ବିଜେଡିରେ ସାମିଲ ହୋଇଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ମନମୋହନ ମହାନ୍ତି, ମାୟାଧର ଜେନା, ସୁରେଶ ଜେନା, ସୁଦାମ ପ୍ରଧାନ, ବିକ୍ରମ ଜେନା, ରାଜକିଶୋର ମହାନ୍ତି, ଆନନ୍ଦ ଦାସ, ଆନନ୍ଦ ବେହେରା, ସୁବାଷ ସେଠୀ, ରବି ସ୍ୱାଇଁ, ପ୍ରମୋଦ ବେହେରା, ସନ୍ତୋଷ ଲାଞ୍ଜ, ଭାସ୍କର ଜେନା ଓ ସୁନୀଲ ଅଗ୍ରୱାଲ ପ୍ରମୁଖ ବିଜେଡିରେ ସାମିଲ ହୋଇଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ଜିଲ୍ଲା ପରିଷଦ ଆଶିଷ ଅଗ୍ରୱାଲ, ସ୍ଥାନୀ ୟସରପଞ୍ଚ ସ୍ୱନ୍ନେଶ୍ୱରୀ ସେଠୀ, ସମିତି ସଭ୍ୟା ଗୋଲାପରାଣୀ ସେଠୀ, ନୟାଗଡ଼ ବ୍ଲକ ବିଜେଡି ସଭାପତି ଅଜିତ୍ ପ୍ରସାଦ ସାହୁ, ପଞ୍ଚାୟତ ବିଜେଡି ସଭାପତି ଶରତ ଚନ୍ଦ୍ର ସାହୁ, କାର୍ଯ୍ୟକାରୀ ସଭାପତି କିଶୋର ନାୟକ, ସମାଜସେବୀ ପ୍ରଫୁଲ ଜେନା, ପଞ୍ଚାୟତ ପର୍ଯ୍ୟବେକ୍ଷକ ହୃଷିକେଶ ପ୍ରଧାନ, ବିଶ୍ୱନାଥ ମହାପାତ୍ର, ଭାଗିରଥି ବାଇ ଓ ବିଜୁ ଜନତା ଦଳର ପ୍ରମୁଖ ନେତା ମାନେ ସାମିଲ ହୋଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!