Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି କପ୍ ଫୁଟବଲ ଟୂର୍ଣ୍ଣାମେଣ୍ଟ ; ଫାଇନାଲରେ ପ୍ରବେଶ କଲା ଇଟାମାଟି

by ସଞ୍ଜୟ ସ୍ୱାଇଁ
February 19, 2021
in Feature News
ଇଟାମାଟି କପ୍ ଫୁଟବଲ ଟୂର୍ଣ୍ଣାମେଣ୍ଟ ; ଫାଇନାଲରେ ପ୍ରବେଶ କଲା ଇଟାମାଟି
178
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ବାମନ ଅବକାଶ ହାଇସ୍କୁଲ ପରିସରରେ ହେଉଥିବା ଯଦୁମଣି ଆଥଲେଟିକ୍ ଆସୋସିଏନ୍ ଆନୁକୂଲ୍ୟରେ ଇଟାମାଟି କପ୍ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ସେମିଫାଇନାଲରେ ୟୂପିଏ, ଭୁବନେଶ୍ୱର ସହିତ ଯଦୁମଣି ସ୍ପୋର୍ଟସ କ୍ଲବ ଇଟାମାଟି ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଯଦୁମଣି ସ୍ପୋର୍ଟସ କ୍ଲବ ଇଟାମାଟି ତା’ର ପ୍ରତିଦ୍ୱନ୍ଦି ୟୂପିଏ କ୍ଲବ୍ ଭୁବନେଶ୍ୱର ଉପରେ ୩-୧ଗୋଲ ଦେଇ ଫାଇନଲାରେ ପ୍ରବେଶ କରିଛି । ସମାଜସେବୀ ପ୍ରମୋଦ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଜି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିବା ବେଳେ ଅନ୍ୟତମ ଅତିଥି ଭାବେ ଏଆରସିଏସ ଭାସ୍କର ପାଣିଗ୍ରାହୀ ଓ ଇଟାମାଟି ଥାନା ଅଧିକାରୀ ଦୀପକ ଖଣ୍ଡାୟତରାୟ ଯୋଗ ଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ଯଦୁମଣି ସ୍ପୋର୍ଟସ କ୍ଲବର ୧୦ନଂ ଜର୍ସି ଖେଳାଳୀ ସୁଶାନ୍ତ କୁମାର ବେହେରା ମ୍ୟାଚରେ ଭଲ ପ୍ରଦର୍ଶନ କରି ମ୍ୟାନ ଅଫ୍ ଦ ମ୍ୟାଚ ବିବେଚିତ ହୋଇଥିଲେ । ଆଜିର ମ୍ୟାଚକୁ ମୁଖ୍ୟ ରେଫରୀ ରାଜୁ ମହାନ୍ତିଙ୍କ ସହିତ ସହକାରୀ ରେଫରୀ ପ୍ରିୟ ବାହିନୀପତି, ପ୍ରଶନ୍ନ ନାୟକ ଓ ବିଦେଶୀ ନାୟକ ଖେଳକୁ ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!