ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା କେନ୍ଦୁଢିପି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କୁମାର ହାତୀ ଇଟାମାଟି ଥାନାରେ ଅଟକ ରହିଥିବା ସୂଚନା ମିଳିଛି । ଆଜି କିଛି ଛାତ୍ରୀ ଇଟାମାଟି ଥାନାକୁ ଆସି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ । ଜୈନିକ ଛାତ୍ରୀଙ୍କ ଲିଖିତ ଅଭିଯୋଗ ଆଧାରରେ ପୁଲିସ ଅଧ୍ୟକ୍ଷଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ଛାତ୍ରୀଙ୍କୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି ।





