Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଙ୍କଡ଼ା ପଥର ବୋଝେଇ ଟ୍ରକ୍ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
January 18, 2021
in Crime, Nayagarh
ମାଙ୍କଡ଼ା ପଥର ବୋଝେଇ ଟ୍ରକ୍ ଜବତ, ଜଣେ ଗିରଫ
507
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଇଟାମାଟି ପୁଲିସ ଆଜି ଏକ ବେଆଇନ ମାଙ୍କଡ଼ା ପଥର ଚାଲଣ କରୁଥିବା ଟ୍ରକ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଏହି ବ୍ୟକ୍ତି ଚାନ୍ଦପୁର ଥାନା ଅନ୍ତର୍ଗତ ନୂଆପଡ଼ା ଗ୍ରାମରେ ଚି ରଂଜନ ପ୍ରଧାନ । ସୂଚନାନୁସାରେ, ଇଟାମାଟି ପୁଲିସ୍ ଆଜି ସକାଳେ ପେଟ୍ରୋଲିଂ କରୁଥିବା ସମୟରେ ଲାଠିପଡ଼ା ଛକଠାରେ ଏକ ବେଆଇନ୍ ମାଙ୍କଡ ପଥର ବୋଝେଇ ଗାଡ଼ି ଧରା ପଡ଼ିଥିଲା । ପୁଲିସ ଏହି ଗାଡ଼ି ଜବତ କରିବା ସହ ୮/୨୧ରେ ଏକ ମାମଲା ରୁଜୁ କରି ଡ୍ରାଇଭର୍ ଚିତ୍ତରଂଜନଙ୍କୁ ଗିରଫ କରିଛି । ତାଙ୍କୁ ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଅଧିକାରୀ ଦିପକ ଖଣ୍ଡାୟତରାୟ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!