Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଘରହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
February 24, 2025
in Nayagarh, State
ଇଟାମାଟି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଘରହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ
108
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାତ୍ତା): ରବିବାର ଦିନ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ଇଟମାଟି ଠାରେ ଶିଶୁବାଟିକା ବିଭାଗ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟର ପ୍ରଥମ ସୋପାନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ଲାଠିପଡ଼ା ଡ଼ିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟାପିକା ଶ୍ରୀମତୀ ମଧୁସ୍ମିତା ମହାପାତ୍ର ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରକାଶ ଜୀବନ ପାଳ ମୁଖ୍ୟ ଅତିଥି ମହୋଦୟା ଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଶିଶୁ ଶିକ୍ଷାର ଭାରତୀୟ ଓ ପାଶ୍ଚାତ୍ୟ ସଂକଳ୍ପନା,ଶିଶୁ ଶିକ୍ଷାର ବର୍ତ୍ତମାନ ସ୍ଥିତି ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନା କରିଥିଲେ । ଶିଶୁବାଟିକା ପ୍ରମୁଖ ଟୁନି ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ଶିଶୁବାଟିକା ପ୍ରମୁଖ ,ସମସ୍ତ ଗୁରୁମା ଏବଂ ସେବକ ସେବିକାଙ୍କ ସହଯୋଗ ରେ ସମ୍ପନ୍ନ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୫୦ ଜଣ ଅଭିଭାବକ ଓ ଅଭିଭାବିକା ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!