Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
February 27, 2025
in Nayagarh, State
ଇଟାମାଟି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ
326
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗୁରୁବାର ଦିନ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ଇଟମାଟି ଠାରେ ଶିଶୁବାଟିକା ବିଭାଗ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ ସୋପାନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡ଼ିଶା ପୂର୍ବପ୍ରାନ୍ତ କୁଟୁମ୍ବ ପ୍ରବୋଧନ ସଂଯୋଜକ ବୈକୁଣ୍ଠନାଥ ସାହୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ପ୍ରଧାନାଚାର୍ଯ୍ୟ ପ୍ରକାଶ ଜୀବନ ପାଳ ମୁଖ୍ୟ ଅତିଥି ଅଧିକାରୀ ଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଶିଶୁର ଶାରୀରିକ ଓ ମାନସିକ ଆବଶ୍ୟକତା,ପରିବାରର ଆହାର ଓ ବିହାର ବ୍ୟବସ୍ଥା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନା କରିଥିଲେ । ଶିଶୁବାଟିକା ପ୍ରମୁଖ ଟୁନି ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ଶିଶୁବାଟିକା ପ୍ରମୁଖ, ସମସ୍ତ ଗୁରୁମା ଏବଂ ସେବକ ସେବିକାଙ୍କ ସହଯୋଗ ରେ ସମ୍ପନ୍ନ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୬୫ଜଣ ଅଭିଭାବକ ଓ ଅଭିଭାବିକା ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!