Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୧୪ ତାରିଖରେ ଆଇଟିଆଇ ଓ ସେପ୍ଟେମ୍ବର ୫ ତାରିଖ ପର୍ୟ୍ୟନ୍ତ ଡିପ୍ଲୋମାରେ ଆବେଦନ ସରିବ,

by ସଞ୍ଜୟ ସ୍ୱାଇଁ
August 13, 2021
in Education, State
ଆସନ୍ତା ୧୪ ତାରିଖରେ ଆଇଟିଆଇ ଓ  ସେପ୍ଟେମ୍ବର ୫ ତାରିଖ ପର୍ୟ୍ୟନ୍ତ ଡିପ୍ଲୋମାରେ ଆବେଦନ ସରିବ,
63
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଥିବା ୪୯୧ଟି ଆଇଟିଆଇରେ ନାମଲେଖିବା ପାଇଁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଜାରି ରହିଛି । ଆସନ୍ତା ୧୪ ତାରିଖରେ ଆବେଦନ ସରିବ । ଷ୍ଟୁଡେଣ୍ଟ ଏକାଡେମିକ୍‌ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ୍‌ (ସାମ୍ସ୍‌)ରେ ବର୍ତ୍ତମାନ ସୁଦ୍ଧା ଆଇଟିଆଇର ବିଭିନ୍ନ ଟ୍ରେଡ୍‌ରେ ନାମଲେଖିବାକୁ ୩୨ ହଜାର ୩୩ ଜଣ ପଞ୍ଜୀକରଣ କରିଛନ୍ତି । ସେମାନଙ୍କ ମଧ୍ୟରୁ ୨୩, ୭୬୩ ଜଣ ଅନ୍‌ଲାଇନ୍‌ରେ ଆବେଦନ କରିଛନ୍ତି । ସେହିପରି ଡିପ୍ଲୋମାରେ ନାମଲେଖିବା ପାଇଁ ଆବେଦନ ପ୍ରକ୍ରିୟା ଚାଲିଛି । ଆସନ୍ତା ସେପ୍ଟେମ୍ବର ୫ ତାରିଖ ପର୍ୟ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ୧୪ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ । ଏହା ପରେ ୨୧ରେ ସିଟ୍‌ ଆଲଟ୍‌ମେଣ୍ଟ ହେବ । ୧୫୬ଟି ପଲିଟେକ୍‌ନିକ୍‌ ଅନୁଷ୍ଠାନରେ ନାମଲେଖିବାକୁ ବର୍ତ୍ତମାନ ସୁଦ୍ଧା ୩୨,୬୮୯ ଜଣ ପଞ୍ଜୀକରଣ କରିଥିବାବେଳେ ୧୬, ୯୯୮ ଜଣ ଆବେଦନ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!