Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରିଲ୍ସ କରିବା ବେଳେ କୋଏଲ ନଦୀକୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 19, 2025
in State
ରିଲ୍ସ କରିବା ବେଳେ କୋଏଲ ନଦୀକୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ
50
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସେଲ୍ଫି ନେଉଥିବା ବେଳେ କୋଏଲ ନଦୀରେ ବୁଡ଼ିଗଲେ ଯୁବକ । ମୃତ ଅବସ୍ଥାରେ ପ୍ରଧାନ ପାଲି ବ୍ରିଜ ନିକଟରୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ । ରେଳପୋଲ ଉପରେ ସାଙ୍ଗମାନଙ୍କ ସହ ରିଲ୍ସ କରିବା କାଳ ହୋଇଛି । ରେଳପୋଲ ତଳ କୋଏଲ ନଦୀକୁ ଖସିପଡି ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସୁନ୍ଦରଗଡ଼ ଟାଙ୍ଗରମୁଣ୍ଡାର ସ୍ୱାଧୀନ ଓରାମ । ରାଉରକେଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୪ ଜଣ ଛାତ୍ର ସାଙ୍ଗ ହୋଇ ରେଳପୋଲ ଉପରେ ରିଲ୍ସ କରୁଥିଲେ । ରେଳପୋଲରୁ ସ୍ୱାଧୀନ ନଦୀକୁ ଖସିପଡି ବୁଡିଯାଇଥିଲେ ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!