Monday, November 17, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯକ୍ଷ୍ମାରୋଗ ସମ୍ପର୍କିତ ତାଲିମ ପ୍ରଦାନ

by ସଞ୍ଜୟ ସ୍ୱାଇଁ
February 15, 2025
in Nayagarh, State
ଯକ୍ଷ୍ମାରୋଗ ସମ୍ପର୍କିତ ତାଲିମ ପ୍ରଦାନ
113
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆୟୁଷ ବିଭାଗ ଅଧୀନରେ କାର୍ଯ୍ୟରତ ହୋମିଓପାଥି ଡାକ୍ତରମାନଙ୍କୁ ନୟାଗଡ଼ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଯକ୍ଷ୍ମାରୋଗ ନିରାକରଣ ସମ୍ପର୍କିତ ତାଲିମ କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଯକ୍ଷ୍ମା ରୋଗ ଚିହ୍ନଟ ଓ ନିରାକରଣ ଲକ୍ଷ୍ୟକୁ ହାସଲ କରିବା ପାଇଁ ଆମ ପାଖରେ ଉପଲବ୍ଧ ଥିବା ଭିତ୍ତିଭୂମି ଓ ମାନବ ସମ୍ବଳର ସଦ୍ ବିନିଯୋଗ କରିବା ପାଇଁ ଯୋଜନା ପ୍ରସ୍ତୁତି କରିବାକୁ କହିଥିଲେ । ଆୟୁଷ ବିଭାଗ ଅଧୀନରେ କାର୍ଯ୍ୟରତ ସ୍ୱାସ୍ଥ୍ୟସେବା ପ୍ରଦାନକାରୀମାନେ ଯକ୍ଷ୍ମା ରୋଗୀ ଚିନ୍ନଟିକରଣ ଓ ରେଫରାଲ୍ କୁ ସକ୍ରିୟ ଭାବରେ ପରିଚାଳନା ପାଇଁ ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ଶରତ କୁମାର ଦାଶ ଗୁରୁତ୍ୱ ପ୍ରଦାନ କରିଥିଲେ । ଜିଲ୍ଲା ସଂଯୋଜକ ରୁଦ୍ର ପ୍ରସାଦ ଜେନା ମୁଖ୍ୟ ପ୍ରଶିକ୍ଷକ ଭାବେ ତାଲିମ ପ୍ରଦାନ କରିଥିଲେ । ଚିକିତ୍ସା ଆରମ୍ଭ କରିବାକୁ ଯାଉଥିବା ରୋଗୀଙ୍କଠାରେ ସାମାନ୍ୟ ଲକ୍ଷଣ ଥିଲେ ତୁରନ୍ତ କଫ ପରୀକ୍ଷଣ ପାଇଁ ପରାମର୍ଶ ଦେବା ଓ ଏଥିପାଇଁ ସମ୍ପୂର୍ଣ ମାଗଣାରେ ଚିକିସ୍ଥା ହୋଇପାରିବ ବୋଲି ସୂଚନା ଦିଆଯାଇଥିଲା । ନିୟମିତ ଔଷଧ ସେବନ ଦ୍ଵାରା ଟିବି ରୋଗ ନିୟନ୍ତ୍ରଣ ହୋଇପାରିବ ସେ ସମ୍ପର୍କରେ ସୂଚନା ଦିଆଯାଇଥିଲା । ଦିଲୀପ କୁମାର ପ୍ରଧାନ, ଦୀପକ ଦଳବେହେରା, ଆଶୁତୋଷ ସାମନ୍ତସିଂହାର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!