Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚ ଶିକ୍ଷା ବିଭାଗର ଛାଟ, ୧୧ ବର୍ଷ ଧରି ମ୍ୟାଡାମ କରୁଥିଲେ ନାଟ, ଶେଷରେ ଧରାହେଲା ଜାଲ ସାର୍ଟିଫିକେଟ

by ସଞ୍ଜୟ ସ୍ୱାଇଁ
May 13, 2021
in Crime, Education, State
ଉଚ୍ଚ ଶିକ୍ଷା ବିଭାଗର ଛାଟ, ୧୧ ବର୍ଷ ଧରି ମ୍ୟାଡାମ କରୁଥିଲେ ନାଟ, ଶେଷରେ ଧରାହେଲା ଜାଲ ସାର୍ଟିଫିକେଟ
1.1k
VIEWS
Share on FacebookShare on Twitter

ଉଦଳା (ବାଘୁଆବାର୍ତ୍ତା): ଜାଲ ଶିକ୍ଷାଗତ ଯୋଗ୍ୟତା ସାର୍ଟିଫିକେଟ ଦେଇ କରିଥିଲେ ଚାକିରୀ । ହେଲେ ଉଚ୍ଚ ଶିକ୍ଷା ବିଭାଗର ତଦନ୍ତ ପରେ ଜାଲି ଅଧ୍ୟାପିକାଙ୍କୁ ଚାକିରୀରୁ ବହିଷ୍କାର କରିବାକୁ ନିର୍ଦ୍ଦେଶ ଦେଇଛି ବିଭାଗ । ଫେକ୍ ସାର୍ଟିଫିକେଟ ଦେଇ ଚାକିରୀ କରିଥିବା ଅଧ୍ୟାପିକା ହେଲେ ଖୁଣ୍ଟା ଡିଗ୍ରୀ କଲେଜରେ କାର୍ଯ୍ୟ କରିଥିବା ଇଂରାଜୀ ଅଧ୍ୟାପିକା ଅଭିପ୍ସା ପଟ୍ଟନାୟକ । ଖବର ଅନୁସାରେ, ଖୁଣ୍ଟା ଡିଗ୍ରୀ କଲେଜରେ କାର୍ଯ୍ୟ କରିଥିବା ଇଂରାଜୀ ଅଧ୍ୟାପିକା ଅଭିପ୍ସା ପଟ୍ଟନାୟକ ନିଜର ପିଜି ପରୀକ୍ଷାର ମାର୍କସିଟରେ ଜାଲିଆତି କରିଥିଲେ । ଯାହାକି ଜାଲ ମାର୍କସିଟ ଦେଇ ଚାକିରୀ କରିଥିବା ଉଚ୍ଚ ଶିକ୍ଷା ବିଭାଗ ତଦନ୍ତ କରିବା ପରେ ଜାଣିବାକୁ ପାଇଥିଲା । ଏହାକୁ ନେଇ ଉଚ୍ଚ ଶିକ୍ଷା ବିଭାଗର ଆସିଷ୍ଟାଣ୍ଡ ଡାଇରେକ୍ଟର ଅଶୋକ କୁମାର ନାୟକ କପ୍ତିପଦା ଉପଖଣ୍ଡ ଉପଜିଲ୍ଲାପାଳ ତଥା ଖୁଣ୍ଟା ଡିଗ୍ରୀ କଲେଜ ପରିଚାଳନା କମିଟିର ସଭାପତିଙ୍କୁ ସଂପୃକ୍ତ ଅଧ୍ୟାପିକାଙ୍କୁ ଚାକିରୀରୁ ବହିଷ୍କାର କରିବାକୁ ନିର୍ଦ୍ଦେଶ ଦେଇଛି । ଏହା ସହିତ ସଂପୃକ୍ତ ଅଧ୍ୟାପିକାଙ୍କ ବିରୋଧରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛି ବିଭାଗ । ସଂପୃକ୍ତ ଅଧ୍ୟାପିକା ଖୁଣ୍ଟା ଡିଗ୍ରୀ କଲେଜରେ ଆଜିକୁ ପ୍ରାୟ ୧୧ ବର୍ଷ ହେବ କାର୍ଯ୍ୟ କରି ଆସିଥିଲେ । ଉଚ୍ଚ ଶିକ୍ଷା ବିଭାଗର ତଦନ୍ତରେ ତାଙ୍କର ଜାଲିଆତି ଜଣାପଡିବା ପରେ ଅଧ୍ୟାପିକା ଅଭିପସା ନିଜ ଆଡୁ ଚାକିରୀରୁ ଇସ୍ତଫା ଦେଇ ସାରିଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!