Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

by ସଞ୍ଜୟ ସ୍ୱାଇଁ
May 11, 2021
in NATIONAL NEWS
ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ
70
VIEWS
Share on FacebookShare on Twitter

ଜମ୍ମୁ କାଶ୍ମୀର, (ବାଘୁଆବାର୍ତ୍ତା): ଜମ୍ମୁ କାଶ୍ମୀରର ସୁରକ୍ଷାକର୍ମୀକୁ ମିଳିଛି ବଡ଼ ସଫଳତା । ଉଭୟ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ଗୁଳିବିନିମୟ ସମୟରେ ୩ ଆତଙ୍କବାଦୀ ଫସି ରହିଥିଲେ । ହେଲେ ପରେ ଏହି ୩ଜଣ ଆତଙ୍କବାଦୀଙ୍କୁ ମାରି ଦିଆଯାଇଥିବା ସୂଚନା ମିଳିଛି । ସୂଚନାନୁସାରେ, ଜମ୍ମୁ କାଶ୍ମୀରର ଅନନ୍ତନାଗର ଅଞ୍ଚଳର ବେଲୁରେ ଆତଙ୍କବାଦୀ ପସି ବଡ଼ ଧରଣର ବିସ୍ପୋରଣ କରିବା ସଜବାଜ ହେଉଥିବା ବିଶେଷ ସୁତ୍ରରୁ ସୁରକ୍ଷାକର୍ମୀମାନେ ଖବର ପାଇ ଉକ୍ତ ଅଞ୍ଚଳରେ କମ୍ବିଂ ଅପରେସନ କରାଯାଇଥିଲା । କମ୍ବିଂ ବେଳେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳି ଚଳାଇବା ପରେ ଭାରତ୍ୟୀ ସୁରକ୍ଷା କର୍ମୀ ଏହାର ଜବାବ୍ ଦେଇଥିଲେ । ଗୁଳିବିନିମୟରେ ୩ଜଣ ଆତଙ୍କବାଦୀ ଉକ୍ତ ଅଞ୍ଚଳରେ ଫସି ରହିଥିଲେ । ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଥିଲେ । ଆତଙ୍କବାଦୀଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଏହା ସହିତ ପୁଞ୍ଚରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କ ଆଡ୍ଡାରୁ ୧୯ ହ୍ୟାଣ୍ଡ ଗ୍ରେନେଡ୍ ଜବତ କରିଯାଇଥିବା ନେଇ ଜମ୍ମୁ କାଶ୍ମୀରର ଆଇଜିପି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!