Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାନକୀ ପଟ୍ଟନାୟକଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ

by Anil Panda
April 21, 2020
in Feature News, Politics
ଜାନକୀ ପଟ୍ଟନାୟକଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ
13
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବିଶିଷ୍ଟ ଜନନେତା ଓଡ଼ି଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମ ରାଜ୍ୟପାଳ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପଂଚମ ଶ୍ରାଦ୍ଧ ବାର୍ଷିକ ଅବସରରେ ନୟାଗଡ଼ ଜିଲ୍‌ଦଲା କଂଗ୍ରେସ କମିଟି ପକ୍ଷରୁ ଶ୍ରଦ୍ଧା ସୁମନ ଅର୍ପଣ କରଯାଇଛି । କଂଗ୍ରେସ ନେତା ତଥା ଆଇନଜୀବୀ ରଣଜିତ୍ ଦାଶଙ୍କ ଆବାସିକ କାର୍ଯ୍ୟାଳୟଠାରେ ସ୍ୱର୍ଗତ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା ହୁସେନ ଖାଁ, ପ୍ରଫୁଲ ମିଶ୍ର, ଲକ୍ଷ୍ମଣ ଜେନା, ହାଡ଼ୁବନ୍ଧୁ ମହାପାତ୍ର, ପ୍ରତୀକ ମହାପାତ୍ର, ଅକ୍ଷୟ କୁମାର ମଲ୍ଲ ପ୍ରମୂଖ ଯୋଗ ଦେଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!