Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୃଷି ଆଇନ୍ ପତ୍ୟାହାର ଦାବି: ସଂସଦ ସମ୍ମୁଖରେ କୃଷକଙ୍କ ଧାରଣା

by ସଞ୍ଜୟ ସ୍ୱାଇଁ
July 22, 2021
in State
କୃଷି ଆଇନ୍ ପତ୍ୟାହାର ଦାବି: ସଂସଦ ସମ୍ମୁଖରେ କୃଷକଙ୍କ ଧାରଣା
32
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କେନ୍ଦ୍ର ସରକାର ଆଣିଥିବା କୃଷି ଆଇନକୁ ପ୍ରତ୍ୟାହାର କରିବା ନେଇ ଦୀର୍ଘ ୮ମାସ ହେବ କୃଷକ ସଂଗଠନ ଧାରଣା ବସିଛନ୍ତି । ଦିଲ୍ଲୀର ଜନ୍ତରମନ୍ତରରେ ଧାରଣା ପ୍ରଦର୍ଶନ କରିବାକୁ ଦିଲ୍ଲୀ ସରକାରଙ୍କ ପକ୍ଷରୁ କୃଷକଙ୍କୁ ଅନୁମତି ଦିଆଯାଇଛି । ଆଜି ଠାରୁ ଅଗଷ୍ଟ ୯ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟା ରୁ ସନ୍ଧ୍ୟା ୫ଟା ଯାଏଁ କିଷାନ ମୋର୍ଚ୍ଚାର ସର୍ବାଧିକ ୨୦୦ପ୍ରଦର୍ଶନକାରୀ କୃଷକଙ୍କୁ ଧାରଣା ପ୍ରଦର୍ଶନ କରିବାକୁ ଅନୁମତି ଦେଇଛନ୍ତି । ପ୍ରତ୍ୟେକ ଦିନ ଯେଉଁମାନେ ସଂସଦ ପର୍ଯ୍ୟନ୍ତ ରାଲି ଯିବା ପାଇଁ ୨୦୦ କୃଷକଙ୍କୁ ପରିଚୟ ପତ୍ର ଦିଆଯିବ । ଦିଲ୍ଲୀ ପୁଲିସ୍ ଏହାପରେ ଅଟକାଏ ତେବେ ବିନା ବାଧାରେ ଗିରଫ୍ ହେବାକୁ ସମସ୍ତେ ପ୍ରସ୍ତୁତ ବୋଲି କହିଛନ୍ତି । କୃଷକ ମାନଙ୍କର ଏଭଳି ନିଷ୍ପତ୍ତିକୁ ସିଂଘୁ ସୀମାର ପୂରା ଅଞ୍ଚଳକୁ ପୁଲିସ୍ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!