Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟସ୍ତରୀୟ ତଦାରଖ ଦଳର ପରିଦର୍ଶନ

by ସଞ୍ଜୟ ସ୍ୱାଇଁ
February 11, 2020
in Nayagarh
ଜାତୀୟସ୍ତରୀୟ ତଦାରଖ ଦଳର ପରିଦର୍ଶନ
20
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଜାତୀୟସ୍ତରୀୟ ତଦାରଖ କମିଟିର ଏକ ଦଳ ଆଜି ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍‌ର ବଡଗୋରଡା ଗ୍ରାମ ପଞ୍ଚାୟତ ଓ ରଣପୁର ବ୍ଲକ୍‌ର ବିଭିନ୍ନ ଗ୍ରାମପଞ୍ଚାୟତ ପରିଦର୍ଶନ କରିଛନ୍ତି । ରୋହିତ୍ ବର୍ମା ଓ କପିଲ୍ କୁମାରଙ୍କ ନେତୃତ୍ୱରେ ଏହି ଦଳ ବିଭିନ୍ନ ଅଞ୍ଚଳ ବୁଲି ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ପିଡିଏସ୍ ବଣ୍ଟନ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତଦାରଖ କରିବା ସହ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀର ସାମଗ୍ରୀ ଏବଂ ସେମାନଙ୍କର କାଗଜାତ ତଦାରଖ କରିଥିଲେ । ଏହି ଅବସରରେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷଚନ୍ଦ୍ର ରାୟଙ୍କ ତତ୍ତ୍ୱାବଧାନରେ ନୟାଗଡ଼ ଡିଆର୍‌ଡିଏ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଓଡ଼ଗାଁ, ଗଣିଆ, ଭାପୁର ଓ ନୂଆଗାଁ ବ୍ଲକ୍‌ର ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!