Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନମନ୍ତ୍ରୀଙ୍କ ଘରେ ଯାତ୍ରା ଅଭିନେତ୍ରୀ ମାମୁନି

by ସଞ୍ଜୟ ସ୍ୱାଇଁ
June 1, 2025
in State
ଆଇନମନ୍ତ୍ରୀଙ୍କ ଘରେ ଯାତ୍ରା ଅଭିନେତ୍ରୀ ମାମୁନି
115
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଇନମନ୍ତ୍ରୀଙ୍କ ଘରେ ଯାତ୍ରା ଅଭିନେତ୍ରୀ ମାମୁନି ଷଡ଼ଙ୍ଗୀ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ସାକ୍ଷାତ କରିବା ଲାଗି ତାଙ୍କ ବାସଭବନରେ ପହଞ୍ଚିଛନ୍ତି ଯାତ୍ରା ଅଭିନେତ୍ରୀ ମାମୁନି ଷଡଙ୍ଗୀ । ନିଜ ସ୍ୱାମୀ ସହ ଯାତ୍ରା ମାଲିକ ନାଣ୍ଡୁଙ୍କ ବିରୋଧରେ ଅଭିଯୋଗ ପାଇଁ ଆସିଥିବା ସୂଚନା ମିଳିଛି । ଖବର ଅନୁଯାୟୀ, କିଛି ଦିନ ତଳେ ବକେୟା ଅର୍ଥ ପାଉଣାକୁ ନେଇ ଅଶୋକ ସମ୍ରାଟ ଯାତ୍ରା ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁଙ୍କ ସହ ବିବାଦ ହୋଇଥିଲା। ଲୋକ ଲଗାଇ ତାଙ୍କୁ ମାଡ଼ ମାରିବା ସହ ଅସଭ୍ୟ ଭାଷାରେ ନାଣ୍ଡୁ ଗାଳି କରିଥିବା ଅଭିଯୋଗ କରିଥିଲେ ମାମୁନି। ଏନେଇ ଥାନାରେ ମାମଲା କରିଥିଲେ ମାମୁନି ଷଡ଼ଙ୍ଗୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!