Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜବାହର ନବୋଦୟ ଚୟନ ପରୀକ୍ଷା ପାଇଁ ଆବେଦନ ଗ୍ରହଣ

by ସଞ୍ଜୟ ସ୍ୱାଇଁ
September 5, 2024
in Nayagarh, State
ଜବାହର ନବୋଦୟ ଚୟନ ପରୀକ୍ଷା ପାଇଁ ଆବେଦନ ଗ୍ରହଣ
204
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ନାମଲେଖା ପାଇଁ ଚୟନ ପରୀକ୍ଷା ଆସନ୍ତା ଜାନୁୟାରୀ ମାସ ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ନୟାଗଡ଼ ଜିଲ୍ଲାରେ ୫ମ ଶ୍ରେଣୀରେ ପଢ଼ୁଥିବା ଏବଂ ନୟାଗଡ଼ ବାସିନ୍ଦା ପ୍ରମାଣ ପତ୍ର ଥିବା ଆଶାୟୀ ପ୍ରାର୍ଥୀ ମାନେ ଏଥିରେ ଆବେଦନ କରି ପାରିବେ। ଆବେଦନ କରିବାର ଶେଷ ତାରିଖ ଚଳିତ ସେପ୍ଟେମ୍ବର ମାସ ୧୬ ତାରିଖ ରହିଛି। ଆବେଦନ କରିବା ପାଇଁ ବିଭିନ୍ନ ସର୍ତ୍ତାବଳୀ ଏହି ୱେବ ସାଇଟ www.cbseitms.rcil.gov.in/nvs/Index/Registration କିମ୍ବା www.navodaya.gov.in ରୁ ମିଳିପାରିବ।

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!