Monday, November 17, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟଦେବ ଜେନାଙ୍କୁ ହତ୍ୟା ଧମକ

by Sanjay Swain
February 5, 2025
in Breaking, Politics, State
ଜୟଦେବ ଜେନାଙ୍କୁ ହତ୍ୟା ଧମକ
116
VIEWS
Share on FacebookShare on Twitter

ଭୁବନେଶ୍ବର: ନିରଞ୍ଜନଙ୍କ ପରେ ଜୟଦେବ। କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍ ପରେ ଏବେ ଟାର୍ଗେଟରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା। ବରିଷ୍ଠ କଂଗ୍ରେସ ନେତା ଜୟଦେବଙ୍କୁ ଜୀବନରେ ମାରି ଦେବାକୁ ଆସିଲା ଧମକ।ଅଜଣା ନମ୍ବରରୁ ଜୟଦେବଙ୍କୁ ଆସୁଛି ଧମକପୂର୍ଣ୍ଣ କଲ୍। ୫୦ ଲକ୍ଷ ଟଙ୍କା ଦେବାକୁ ଜୟଦେବଙ୍କୁ ଫୋନ୍ ଯୋଗେ ଧମକ ମିଳିଥିବା ଜଣାପଡ଼ିଛି। ୫୦ ଲକ୍ଷ ଦିଅ ନହେଲେ ତମକୁ ଜୀବନରୁ ମାରିଦେବୁ ବୋଲି ଧମକ ଦେଇଛନ୍ତି ଦୁର୍ବୃତ୍ତ। ଓଡ଼ିଆ ଭାଷାରେ କଥା ହେଉଥିଲେ ଦୁର୍ବୃତ୍ତ। କ୍ୟାପିଟାଲ ଥାନାରେ ଏନେଇ ଅଭିଯୋଗ ଦେଇଛନ୍ତି ଜୟଦେବ ଜେନା। ରାଜ୍ୟରେ ଆଇନଶୃଙ୍ଖଳ ସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଥିବା ସେ ଅଭିଯୋଗ କରିଛନ୍ତି। ଧମକ ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଜୟଦେବ ଜେନା।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!