Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କବି ଜୟନ୍ତ ମହାପାତ୍ର ଆଇସିୟୁରେ

by ସଞ୍ଜୟ ସ୍ୱାଇଁ
May 31, 2021
in Literature
କବି ଜୟନ୍ତ ମହାପାତ୍ର ଆଇସିୟୁରେ
219
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜଣାଶୁଣା ଭାରତୀୟ ଇଂରାଜୀ କବି ଜୟନ୍ତ ମହାପାତ୍ର କୋଭିଡ୍‌ରେ ପୀଡ଼ିତ ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। କଟକ ତିନିକୋଣିଆ ବଗିଚାରେ ରହୁଥିବା ୯୩ ବର୍ଷୀୟ ଜୟନ୍ତ ବାର୍ଦ୍ଧକ୍ୟ କାରଣରୁ ପୂର୍ବରୁ ଅସୁସ୍ଥ ଥିଲେ। ଏବେ କରୋନାରେ ପୀଡ଼ତ ହେବା ପରେ ଆଜି ତାଙ୍କୁ ସ୍ଥାନୀୟ ଏସ୍‌ସିବି ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ସେଠାରେ ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!