Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଇ ମେନ୍ ଲିଖିତ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା, ମୁଖ୍ୟ କାର୍ପଟଦାର ଚିହ୍ନଟ, ବନ୍ଧା ହେବେ ଅନେକ

by ସଞ୍ଜୟ ସ୍ୱାଇଁ
July 25, 2023
in Crime, State
ଜେଇ ମେନ୍ ଲିଖିତ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା, ମୁଖ୍ୟ କାର୍ପଟଦାର ଚିହ୍ନଟ, ବନ୍ଧା ହେବେ ଅନେକ
228
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ଜେଇ ମେନ୍ ପ୍ରଶ୍ନପତ୍ର ଲିକ୍ ମାମଲା । ୫ ଜଣ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣି ପଚରା ଉଚରା କରୁଛି ପୁଲିସ । ଖୁବ୍ ଶୀଘ୍ର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବ ପୁଲିସ । ୨୭ ତାରିଖରେ ସରିବ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି । ମୁଖ୍ୟ ଅଭିଯୁକ୍ତକୁ ଚିହ୍ନଟ କରିଛି ସ୍ବତନ୍ତ୍ର ଟିମ୍ । ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟରୁ ଗିରଫ ହେବେ ଏକାଧିକ ଅଭିଯୁକ୍ତ । ଏ ନେଇ ଏସ୍‌ପି ସାଗରିକା ନାଥଙ୍କ ସୂଚନା । ସୂଚନା ଅନୁଯାୟୀ, ଗତ ୧୬ ତାରିଖରେ ହୋଇଥିବା ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଡିଲ୍ ନେଇ ସୂଚନା ମିଳିଥିଲା । ଓଏସଏସସିର ସୂଚନା ଆଧାରରେ ରେଡ୍ କରିଥିଲା ବାଲେଶ୍ୱର ପୁଲିସ । ଓଡ଼ିଶା ସୀମାନ୍ତ ଦୀଘାରେ ହୋଇଥିଲା ରେଡ୍ । ଲିକ୍ ଘଟଣାର ମାଷ୍ଟରମାଇଣ୍ଡ ଫେରାର ରହିଥିଲା। ତାକୁ ଧରିବା ପାଇଁ ତନାଘନା ଆରମ୍ଭ କରିଥିଲା ବାଲେଶ୍ୱର ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!